ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ୍‌ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଏନେଇ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ୩ ସପ୍ତାହ ପରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri