Posted inଫୁରସତ

ଏହି ଗୁମ୍ଫାରେ ଆଜି ବି ରହିଛି ରାବଣଙ୍କ ମୃତଦେହ, ରହସ୍ୟ ଜାଣିଲେ…

ରାମାୟଣ ସମ୍ବନ୍ଧୀୟ ରହସ୍ୟ ବିଷୟରେ ଜାଣିବାକୁ ସମସ୍ତଙ୍କର ଆଗ୍ରହ ଥାଏ। ବିଶ୍ୱାସ କରାଯାଏ, ଆଜି ମଧ୍ୟ ଶ୍ରୀଲଙ୍କାରେ ରାମାୟଣ ଏବଂ ଭଗବାନ ରାମଙ୍କ ସହ ଜଡ଼ିତ ଅନେକ ଚିହ୍ନ ଏବଂ ପ୍ରମାଣ ରହିଛି। ଯାହା ବିଷୟରେ ସମସ୍ତେ ଜାଣିବାକୁ ଚାହାନ୍ତି। ନବରାତ୍ରିର ସମାପ୍ତି ପରେ ଦଶମୀ ତିଥିରେ ଦଶହରା ପାଳନ କରାଯାଏ। ଯାହାକୁ ବିଜୟ ଦଶମୀ କୁହାଯାଏ। ବିଶ୍ୱାସ କରାଯାଏ, ଏହି ଦଶହରା ଦିନ ଭଗବାନ ରାମ ରାବଣଙ୍କୁ ହତ୍ୟା କରିଥିଲେ।

ଏକ ଅନୁସନ୍ଧାନ ଅନୁଯାୟୀ, ଆଜି ମଧ୍ୟ ପାହାଡ଼ରେ ନିର୍ମିତ ଗୁମ୍ଫାରେ ରାବଣଙ୍କ ମୃତଦେହ ସୁରକ୍ଷିତ ଅଛି। ଏହି ଗୁମ୍ଫା ଶ୍ରୀଲଙ୍କାର ରାଗଲାର ଘଞ୍ଚ ଜଙ୍ଗଲରେ ଅବସ୍ଥିତ। ଭଗବାନ ଶ୍ରୀ ରାମଙ୍କ ହାତରେ ରାବଣ ବଧ ହେବାର ୧୦ ହଜାର ବର୍ଷରୁ ଅଧିକ ସମୟ ଅତିବାହିତ ହୋଇସାରିଲାଣି।

ଯେଉଁ ଗୁମ୍ଫାରେ ରାବଣଙ୍କ ମୃତ ଶରୀର ରଖାଯାଇଛି, ତାହା ରାଗଲା ଜଙ୍ଗଲରେ ୮୦୦୦ ଫୁଟ ଉଚ୍ଚରେ ଅବସ୍ଥିତ। ଏଠାରେ ରାବଣଙ୍କ ମୃତଦେହ ଏକ କଫିନ୍‌ରେ ରଖାଯାଇଛି। ଏହା ଉପରେ ଏକ ସ୍ବତନ୍ତ୍ର ପ୍ରକାରର ଆବରଣ ପ୍ରୟୋଗ କରାଯାଇଛି, ଯେଉଁ କାରଣରୁ ଏହା ହଜାର ହଜାର ବର୍ଷ ଧରି ସୁରକ୍ଷିତ ରହିପାରିଛି।

ଏହି ଅନୁସନ୍ଧାନ ଶ୍ରୀଲଙ୍କାର ଅନ୍ତର୍ଜାତୀୟ ରାମାୟଣ ଅନୁସନ୍ଧାନ କେନ୍ଦ୍ର ଦ୍ୱାରା କରାଯାଇଛି। ଏହାର ରିପୋର୍ଟ ଅନୁଯାୟୀ, ରାବଣଙ୍କ ଶରୀରକୁ ୧୮ ଫୁଟ ଲମ୍ବ ଏବଂ ୫ ଫୁଟ ଚଉଡ଼ା ଏକ କଫିନ୍‌ରେ ରଖାଯାଇଛି। ଏହା ମଧ୍ୟ କୁହାଯାଏ, ଏହି କଫିନ ତଳେ ରାବଣଙ୍କ ଅମୂଲ୍ୟ ଧନ ସମ୍ପତ୍ତି ରହିଛି। ଏହି ଭଣ୍ଡାରକୁ ଏକ ଭୟଙ୍କର ସର୍ପ ଏବଂ ଅନେକ ଭୟଭୀତ ପ୍ରାଣୀ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri