ସଲମାନଙ୍କ ସହ ରବୀନାଙ୍କର ରହିଛି ଖାସ୍‌ ସମ୍ପର୍କ, କାରଣ କହିଲେ ଅଭିନେତ୍ରୀ

ମୁମ୍ବାଇ: ଆଜିକାଲି ସଲମାନ ଖାନ୍‌ ତାଙ୍କ ଫିଲ୍ମ ‘କିସି କା ଭାଇ କିସି କି ଜାନ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ଟାଇଟଲ ପରି ସେ ମଧ୍ୟ ଅନେକ ଲୋକଙ୍କ ଜୀବନ ଏବଂ ସେମାନଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ଏହିପରି ଜଣେ ଅଭିନେତ୍ରୀ ହେଉଛନ୍ତି ରବୀନା ଟଣ୍ଡନ। ଯିଏ ସଲମାନଙ୍କୁ ତାଙ୍କର ବିଶେଷ ବନ୍ଧୁ ଭାବରେ ବିବେଚନା କରନ୍ତି ଏବଂ ତାଙ୍କୁ ବହୁତ ସମ୍ମାନ କରନ୍ତି। ଏକ ଇଭେଣ୍ଟରେ ରବୀନା କହିଛନ୍ତି, ସଲମାନ ମୋ’ ପାଇଁ ଖାସ୍‌।

ରବୀନା ୧୯୭୨ ଅକ୍ଟୋବର ୨୬ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ମଡେଲିଂରୁ ତାଙ୍କ କ୍ୟାରିଅର୍‌ ଆରମ୍ଭ କରିଥିଲେ ଏବଂ ପରେ ୧୯୯୧ରେ ସେ ଫିଲ୍ମ ‘ପଥର କେ ଫୁଲ୍‌’ରୁ ବଲିଉଡ୍‌ ଜଗତରେ ପାଦ ଥାପିଥିଲେ। ଏହା ୧୯୯୧ ଫେବୃୟାରୀ ୨୨ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମରେ ସଲମାନ ତାଙ୍କ ବିପକ୍ଷରେ ନାୟକ ଥିଲେ।

କ୍ୟାରିୟର ଆରମ୍ଭରୁ ହିଁ ରବୀନାଙ୍କ ନିକଟକୁ ଅଫର ପରେ ଅଫର ଆସୁଥିଲା। ଯେତେବେଳେ ସେ ଫିଲ୍ମ ‘ପଥର କେ ଫୁଲ୍‌’ର ଅଫର ପାଇଲେ ସେ ତାଙ୍କ କଲେଜ କ୍ୟାଣ୍ଟିନରେ ଥିବା ସାଙ୍ଗମାନଙ୍କୁ କହିଥିଲେ। ସାଙ୍ଗମାନେ କହିଥିଲେ, ତୁ ଦୟାକରି ଏହି ଫିଲ୍ମରେ ସାଇନ୍‌ କର। ଆମକୁ ସଲମାନଙ୍କୁ ଭେଟିବାକୁ ପଡ଼ିବ। ରବୀନା କେବଳ ବନ୍ଧୁ ଏବଂ ସଲମାନଙ୍କ ଯୋଗୁ ଏହି ଫିଲ୍ମରେ ସାଇନ୍‌ କରିଥିବା ପ୍ରକାଶ କରିଛନ୍ତି। ଏହି ଫିଲ୍ମଟି ସେତେବେଳେ ହିଟ୍‌ ବି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri