Advertisement

ବଲିଉଡରେ ଡେବ୍ୟୁ କରିବେ ରବିନା ଟଣ୍ଡନଙ୍କ ଝିଅ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଝିଅ ରାଶା ସୋସିଆଲ ମିଡିଆରେ ସକ୍ରିୟ। ମା’ ରବିନାଙ୍କ ସହ ରାଶାଙ୍କୁ ପ୍ରାୟ ସମୟରେ ଦେଖିବାକୁ ମିଳେ। ଏହା ବ୍ୟତିତ ରାଶା ଖୁବ୍‌ଶୀଘ୍ର ନିଜ ମା’ଙ୍କୁ ଅନୁସରଣ କରିବାକୁ ଯାଉଛନ୍ତି। ଏହାରି ମଧ୍ୟରେ ଏକ ଖବର ସାମ୍ନାକୁ ଆସିଛି ଯେ, ରବିନାଙ୍କ ୧୭ ବର୍ଷିୟ ଝିଅ ଖୁବ୍‌ଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଯାହାକୁ ନେଇ ବଲିଉଡରେ ଆଲୋଚନା ଜୋର ଧରିଛି।ନିର୍ଦ୍ଦେଶକ ଅଭିଷେକ କପୁର ତାଙ୍କ ପରବର୍ତ୍ତୀ ପ୍ରେଜେକ୍ଟ ପାଇଁ କାମ ଆରମ୍ଭ କରିଛନ୍ତି। ଖବର ମୁତାବକ ସେ ରବିନା ଟଣ୍ଡନ ଏବଂ ଅନିଲ ଥଡାନୀଙ୍କ ଝିଇ ରାଶା ଥଡନୀଙ୍କୁ ଫିଲ୍ମରେ ଲଞ୍ଚ କରିବେ। ରିପୋର୍ଟ ଅନୁଯାୟୀ, ଫିଲ୍ମର ଟାଇଟଲ ଏ ପର୍ଯ୍ୟନ୍ତ ସ୍ଥିର ହୋଇନାହିଁ, କିନ୍ତୁ ଏହା ଏକ ଆକ୍ସନ ଫିଲ୍ମ ହେବ ବୋଲି କୁହାଯାଉଛି। ତେବେ ଅଭିଷେକଙ୍କ ଏହି ଚଳଚ୍ଚିତ୍ରରେ ଅଜୟ ଦେବଗନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ପ୍ରେମରେ ସୁନୀଲ ସେଟ୍ଟୀଙ୍କ ଝିଅ ଆଥିୟା

ମୁମ୍ବାଇ: ସୁନୀଲ ସେଟ୍ଟୀ ଏବଂ ମାନାଙ୍କ ଝିଅ ଆଥିୟା ଏବେ ପ୍ରେମରେ ପଡ଼ିଛନ୍ତି।୨୦୧୫ରେ ନିଖିତ୍ଲ ଆଡଭାନୀଙ୍କ ରୋମାଣ୍ଟିକ୍‌ ଆକ୍ସନ ଫିଲ୍ମ ‘ହିରୋ’ରେ ଡେବ୍ୟୁ କରିଥିଲେ ଆଥିୟା।...

ପ୍ରାଇଭେଟ୍‌ ଆଇଲାଣ୍ଡ କିଣିଲେ ମିକା

ବଲିଉଡର ଜଣେ ପ୍ରସିଦ୍ଧ ଗାୟକ ମିକା ସିଂ ଜଣାଶୁଣା। ତାଙ୍କର ଗୀତ ଯୋଗୁ ସେ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ହାସଲ କରିଛନ୍ତି। ବଲିଉଡରେ ମିକାଙ୍କର...

‘ଥ୍ରୀ ଇଡିଅଟ୍ସ’ର ଏହି ଦୃଶ୍ୟ ଲାଗି ମଦ୍ୟପାନ କରିଥିଲେ କଳାକାର; ଆମିର ଦେଇଥିଲେ…

ବମ୍ବେ: ଚଳଚ୍ଚିତ୍ରରେ କଳାକାରଙ୍କ ନିଖୁଣ ଅଭିନୟ ଦର୍ଶକକୁ ବାନ୍ଧି ରଖେ। ଏଥିପାଇଁ ତ କିଛି ଦୃଶ୍ୟ କନ୍ଦାଏ ତ କିଛି ହସିବାକୁ ବାଧ୍ୟ କରେ। ସେଭଳି...

ଉପଦେଶ ଦେଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଚର୍ଚ୍ଚାକୁ ଆସିଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏବେ ଝିଅମାନଙ୍କୁ ଏକ ବିଶେଷ ପରାମର୍ଶ ଦେଇଛନ୍ତି। ନିଜ ସୋସିଆଲ...

ଭିଡିଓରେ ଏଭଳି କହିଲେ କାଟ୍ରିନା…

ମୁମ୍ବାଇ: ଫିଲ୍ମ ସୂର୍ଯ୍ୟବଂଶୀକୁ ନେଇ ଉତ୍ସାହିତ ଅଛନ୍ତି ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ଓ ଅକ୍ଷୟ କୁମାର। କାଟ୍ରିନା କୈଫ୍‌ ଏକ ଭିଡିଓ ମାଧ୍ୟମରେ ଏହା ଦେଖାଇଛନ୍ତି। ସବୁଠାରୁ...

ବିଗ୍‌ ବିଙ୍କ ପୁଅ ହୋଇ ବି କରିଥିଲେ ସଂଘର୍ଷ…

ମୁମ୍ବାଇ,୫।୨: ବଲିଉଡ ଷ୍ଟାର ଅଭିଷେକ ବଚ୍ଚନଙ୍କୁ ଶୁକ୍ରବାର ୪୫ ବର୍ଷ ପୂରଣ ହୋଇଛି। ରେ ପଦାର୍ପଣ କରିଛନ୍ତି। ୧୯୭୬ ଫେବୃୟାରୀ ୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ...

‘ଲୋକଙ୍କ ହୃଦୟ ଜିତିବି’

ମୁମ୍ବାଇ: ଟେଲି ଅଭିନେତ୍ରୀ ହୀନା ଖାନ୍‌ଙ୍କୁ କିଏ ନ ଜାଣେ। କିଛିଦିନ ହେବ ସେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଲକ୍‌ଡାଉନ୍‌ରେ ହୀନା ସୋସିଆଲ ମିଡିଆରେ ବେଶ୍‌...

ଧର୍ମା ପ୍ରଡକ୍ସନର ଏକ୍‌ଜିକ୍ୟୁଟିଭ ପ୍ରଡ୍ୟୁସର କ୍ଷୀତିଜ ପ୍ରସାଦଙ୍କୁ ଗିରଫ କଲା ଏନ୍‌ସିବି

ମୁମ୍ବାଇ,୨୬।୯-ଡ୍ରଗ୍ସ ଲିଙ୍କ ଅଭିଯୋଗରେ ଧର୍ମା ପ୍ରଡକ୍ସନର ଏକ୍‌ଜିକ୍ୟୁଟିଭ ପ୍ରଡ୍ୟୁସର କ୍ଷୀତିଜ ରବି ପ୍ରସାଦଙ୍କୁ ଏନ୍‌ସିବି (ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ) ଶନିବାର ଗିରଫ କରିଛି। ଦିନକ ପୂର୍ବରୁ...

Advertisement
Archives

Model This Week