FM କଲେଜ ଘଟଣା ପରେ ରେଭେନ୍ସା ବିଶ୍ବବିଦ୍ୟାଳୟର ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀମାନେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ସମୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ ବଡ଼ ନିଷ୍ପତ୍ତି ନେଇଛି। ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ ରେଭେନ୍ସା କ୍ୟାମ୍ପସ ମନା କରାଯାଇଛି। ନୂଆ କଟକଣା ଲଗାଇଲା ରେଭେନ୍ସା ବିଶ୍ବବିଦ୍ୟାଳୟ। ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି। SoP ଜାରି ନହେବା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ।

ଏଫଏମ କଲେଜ ଅଘଟଣ ପରେ ଗଣଶିକ୍ଷା ବିଭାଗ ତତ୍ପରତା ଦେଖାଇଛି। ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ କମିଟି (ICC) ଗଠନ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ICC ଗଠନ କରିବାକୁ ନିର୍ଦ୍ଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri