ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ ପରେ ଚିଫ ଓ୍ବାର୍ଡେନ, ଦୁଇ ଜଣ ଡେପୁଟି ଚିଫ ଓ୍ବାର୍ଡେନ ଓ ସଵୁ ହଷ୍ଟେଲର ଓ୍ବାର୍ଡେନ, ଡେପୁଟି ଓ୍ବାର୍ଡେନମାନେ ଇସ୍ତଫା ଦେଇ ଦେଇଥିଲେ। ଆଜି କୁଳପତି ଚିଫ୍ ଓ୍ବାର୍ଡେନ ଓ ଦୁଇ ଜଣ ଡେପୁଟି ଚିଫ ଓ୍ବାର୍ଡେନଙ୍କ ଇସ୍ତଫା ଗ୍ରହଣ କରିନେଇଛନ୍ତି ।

ଏହା ସହ ପୂର୍ବତନ ଚିଫ୍ ଓ୍ବାର୍ଡେନ ପ୍ରଫେସର ସୁଦର୍ଶନ ମିଶ୍ରଙ୍କ ସ୍ଥାନରେ କେମେଷ୍ଟ୍ରୀ ବିଭାଗର ପ୍ରଫେସର ପୂର୍ଣ୍ଣେନ୍ଦୁ ପାଢିଙ୍କୁ ନୂଆ ଚିଫ୍ ଓ୍ବାର୍ଡେନ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଦୁଇ ଜଣ ପୂର୍ବତନ ଡେପୁଟି ଚିଫ ଓ୍ବାର୍ଡେନ ମନୋଜ କୁମାର ଦାସ ଓ ରଶ୍ମି ରେଖା ଶତପଥୀଙ୍କ ସ୍ଥାନରେ ଦିପ୍ତୀ ରାଉତ ଓ ଦ୍ବିତିକୃଷ୍ଣ ବେହେରାଙ୍କୁ ଡେପୁଟି ଚିଫ ଓ୍ବାର୍ଡେନ ଭାବେ ନିଯୁକ୍ତି ଦିଆଯାଇଛି । ଅନ୍ୟ ପ୍ରାୟ ଅଧିକାଂଶ ହଷ୍ଟେଲର ଓ୍ବାର୍ଡେନ ଓ ଡେପୁଟି ଓ୍ବାର୍ଡେନଙ୍କୁ ଅଦଳ ବଦଳ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri