Posted inଖେଳ

ଭାରତକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଇଂଲଣ୍ଡ

ବର୍ମିଂହାମ,୧୦।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଭାରତ ସାମ୍ନାରେ ୨୧୬ ରନ୍‌ର ବିଶାଳ ଲକ୍ଷ୍ୟ ରଖିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍‌ ହରାଇ ୨୧୫ ରନ୍‌ କରିଛି। ଦଳ ପକ୍ଷରୁ ଡଓ୍ବେିଡ୍‌ ମଲାନ ବିସ୍ଫୋରକ ୭୭ ରନ୍‌ର ଇନିଂସ ଖେଳିଥିଲେ। ସେହିପରି ଲିଆମ ଲିଭିଂଷ୍ଟୋନ ୪୨, ଜେସନ ରୟ ୨୭, ବ୍ୟାରି ବ୍ରୁକ୍‌ ୧୯, ଜୋଶ ବଟଲର ୧୮ ରନ୍‌ର ଇନିଂସ ଖେଳିଥିଲେ। ଭାରତ ପକ୍ଷରୁ ରବି ବିଷ୍ଣୋଇ, ହର୍ଷଲ ପଟେଲ ୨ଟି ଲେଖାଏ ଉଇକେଟ୍‌ ନେଇଥିବାବେଳେ ଉମ୍ରାନ ମଲିକ ଏବଂ ଆଭେଶ ଖାନ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।
ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ୨-୦ ଅଗ୍ରଣୀ ହାସଲ କରିସାରିଛି। ଇଂଲଣ୍ଡ ବିପକ୍ଷରେ କ୍ଲିନ୍‌ସୁଇପ୍‌ କରିବାକୁ ଚାହୁଁଛି ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri