Posted inଖେଳ

ଓଡ଼ିଶା ଏଫ୍‌ସି ଦଳରେ ଗୋଲକିପର ରବି କୁମାର

ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି):ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଦଳରେ ସାମିଲ ହୋଇଛନ୍ତି ଗୋଲକିପର ରବି କୁମାର। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ସହିତ ଉତ୍ତର ପ୍ରଦେଶ ଜନ୍ମିତ ରବି କୁମାର ୨ ବର୍ଷୀୟା ଚୁକ୍ତି କରିଛନ୍ତି। ଇଣ୍ଡିଆନ ଆରୋଜ ଓ ସ୍ପୋର୍ଟିଂ କ୍ଲବ ଡି ଗୋଆ ପକ୍ଷରୁ ଖେଳିବା ପରେ ରବି ଆଇଏସଏଲ ଦ୍ୱିତୀୟ ସିଜନ ପାଇଁ ଦିଲ୍ଲୀ ଡାଇନାମସ ସହିତ ଚୁକ୍ତି କରିଥିଲେ। ଏହା ବ୍ୟତୀତ ସେ ନର୍ଥଇଷ୍ଟ ୟୁନାଇଟେଡ ଓ ମୁମ୍ବାଇ ସିଟି ଏଫସି ପକ୍ଷରୁ ଯଥାକ୍ରମେ ୨୦୧୭-୧୮ ଓ ୨୦୧୮-୧୯ ସିଜନରେ ଖେଳିଥିଲେ। କ୍ୟାରିୟର ଆରମ୍ଭରେ ଏହି ୨୬ ବର୍ଷୀୟ ଗୋଲକିପର ମିନର୍ଭା ପଞ୍ଜାବ ଏଫସି ପକ୍ଷରୁ ମଧ୍ୟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

କ’ଣ ଗୋଟିଏ ପୁଅ ନାଁରେ ସବୁ ସମ୍ପତ୍ତି କରିପାରିବେ ବାପା? ଜାଣନ୍ତୁ କ’ଣ ରହିଛି ନିୟମ

ପରିବାରରେ ସମ୍ପତ୍ତି ବିବାଦ କିଛି ନୂଆ ନୁହେଁ। ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, ପ୍ରାୟତଃ ଏହି ପ୍ରଶ୍ନ ଉଠେ: ଜଣେ ପିତା କ’ଣ ତାଙ୍କର ସମସ୍ତ ଜମି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ…

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

୯ବର୍ଷ ମଧ୍ୟରେ ଦ୍ୱିତୀୟ ଥର ଇସ୍ରାଏଲରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ ନେତାନ୍ୟାହୁଙ୍କୁ ଆଲିଙ୍ଗନ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ତାଙ୍କ ବିମାନ ତେଲ ଅଭିଭର ବେନ୍ ଗୁରିଅନ୍ ବିମାନବନ୍ଦରରେ ଅବତରଣ କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri