Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ଅଖିଳେଶଙ୍କୁ ଝଟ୍‌କା

ଲକ୍ଷ୍ନୌ,୩।୧୧: ଲୋକ ସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟିକୁ ଉତ୍ତରପ୍ରଦେଶରେ ବଡ଼ ଝଟକା ଲାଗିଛି। ଲଖିମପୁରୀ ଖେରୀର ଏସପି ନେତା ତଥା ଚାରିଥର ଏମପି ଥିବା ରବି ପ୍ରକାଶ ବର୍ମା ଶୁକ୍ରବାର ଦଳରୁ ଇସ୍ତଫା ଦେଇଛନ୍ତି।

ସେ କହିଛନ୍ତି ଯେ ସୋମବାର ଅର୍ଥାତ୍‌ ୬ ନଭେମ୍ବରରେ ସେ କଂଗ୍ରେସରେ ଯୋଗ ଦେଇପାରନ୍ତି। ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ରବି ପ୍ରକାଶ ବର୍ମା ଲେଖିଥିବା ଚିଠିରେ ଲେଖିଛନ୍ତି – ମୁଁ ଆପଣଙ୍କୁ ଜଣାଇବାକୁ ଚାହୁଁଛି ଯେ ଖେରୀ ଜିଲାରେ ଦଳର ଆଭ୍ୟନ୍ତରୀଣ ପରିସ୍ଥିତି ଯୋଗୁଁ ମୁଁ କାମ କରିବାକୁ ଅସମର୍ଥ। ତେଣୁ ମୁଁ ସମାଜବାଦୀ ପାର୍ଟିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି।
ସୂଚନାଯୋଗ୍ୟ, ରବି ପ୍ରକାଶ ବର୍ମାଙ୍କ ମାତାପିତା ମଧ୍ୟ ଏମପି ହୋଇଛନ୍ତି। ତାଙ୍କ ଝିଅ ପୁରଭି ବର୍ମା ମଧ୍ୟ ଏସପି ଛାଡିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri