Posted inଖେଳ

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨୪।୧୨: ପୂର୍ବତନ କୋଚ ରବି ଶାସ୍ତ୍ରୀ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ କୌଣସି ଆଇପିଏଲ ଦଳକୁ କୋଚିଂ ଦେବେ ନାହିଁ ବୋଲି ଘୋଷଣା କରିଛନ୍ତି। ଶାସ୍ତ୍ରୀଙ୍କୁ ଏବେ ତାଙ୍କୁ କମେଣ୍ଟେଟର୍‌ ଭୂମିକାରେ ଦେଖିବାକୁ ମିଳିବ। ଶାସ୍ତ୍ରୀ ଶ୍ରେଷ୍ଠ କମେଣ୍ଟେଟର୍‌ ଭାବରେ ଜଣାଶୁଣା। ଟିମ ଇଣ୍ଡିଆରେ ଯୋଗଦେବା ପୂର୍ବରୁ ସେ ମଧ୍ୟ ସମାନ କାର୍ଯ୍ୟ କରୁଥିଲେ। ଶାସ୍ତ୍ରୀଙ୍କୁ ଆଇପିଏଲ ୨୦୨୨ ସମୟରେ କମେଣ୍ଟ୍ରି କରୁଥିବା ଦେଖିବାକୁ ମିଳିବ। ସେ କହିଛନ୍ତି, ମୁଁ ଏକ ବାୟୋ-ବବଲରୁ ବାହାରି ଆସିଛି, ମୋତେ ସତେଜ ପବନ ଦରକାର, ମୁଁ କାହା ସହିତ କଥାବାର୍ତ୍ତା କରୁନାହିଁ ବୋଲି ସେ କହିଛନ୍ତି। ପୂର୍ବରୁ ଚର୍ଚ୍ଚା ହେଉଥିଲା ଭାରତୀୟ ଦଳର କୋଚ ପଦ ଛାଡିବା ପରେ ଶାସ୍ତ୍ରୀ ଆଇପିଏଲ୍‌ ପ୍ରାଞ୍ଚାଇଜ୍‌ର କୋଚ ହେବେ। କିନ୍ତୁ ପରେ ଏବେ ଏହି ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାଡେଜାଙ୍କୁ ଅଧିନାୟକ କରିବା ଧୋନୀଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ଭାର ରବୀନ୍ଦ୍ର ଜାଡେଜାଙ୍କୁ ହସ୍ତାନ୍ତର କରିଛନ୍ତି ମହେନ୍ଦ୍ର ସିଂ ଧୋନୀ। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ ପକ୍ଷରୁ...

ଛୋଟ ଦେଶର ବଡ଼ ଆଥଲେଟ୍‌

ଟୋକିଓ, ୩୦।୭- ଟୋକିଓ ଅଲିମ୍ପିକ୍ସରେ ଜନ ସଂଖ୍ୟାରେ ବହୁତ ଛୋଟ ଦେଶର ଆଥଲେଟ୍‌ମାନେ ମଧ୍ୟ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ଏପରି ଜଣେ ଆଥଲେଟ୍‌...

ଡବଲ ସୁପର ଓଭରରେ ପଞ୍ଜାବ ବିଜୟୀ

ଦୁବାଇ,୧୯।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ରବିବାର ଅନୁଷ୍ଠିତ ଏକ ରୋମାଞ୍ଚକ ଡବଲ ସୁପର ଓଭର ମ୍ୟାଚରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ରୋମାଞ୍ଚକଭାବେ ମୁମ୍ବାଇ ଇଣ୍ଡିଆନ୍ସକୁ...

କାଉଣ୍ଟି କ୍ରିକେଟ ଖେଳିବେ ହନୁମା ବିହାରୀ

ନୂଆଦିଲ୍ଲୀ,୭ା୪(ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ଗୁଡ଼ିକ ଦ୍ୱାରା ଅଲୋଡା ହୋଇପଡ଼ିଥିବା ଭାରତର ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରୀ ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରେ ଖେଳାଯିବାକୁ ଥିବା ଟେଷ୍ଟ...

ଦିଆସିଲି କାଠିରେ ଅଲିମ୍ପିକ୍ସ ଲୋଗୋ ତିଆରି କଲେ ଶାଶ୍ୱତ

ଭୁବନେଶ୍ୱର,୨୨।୭(ସ୍ପୋଟର୍‌ସ ବ୍ୟୁରୋ): ପୁରୀର କୁମ୍ଭପଡ଼ାରେ ରହୁଥିବା ଶାଶ୍ୱତ ରଞ୍ଜନ ସାହୁ ଏକ ସ୍ବତନ୍ତ୍ର ଉପାୟରେ ଅଲିମ୍ପିକ୍ସ ଲୋଗୋ ତିଆରି କରିଛନ୍ତି। ଶୁକ୍ରବାରଠାରୁ ଟୋକିଓରେ ଅଲିମ୍ପିକ୍ସ ଆରମ୍ଭ...

ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି ଲକ୍ଷ୍ୟରେ ଭାରତ

ଧର୍ମଶାଳା, ୧୫।୯(ପି.ଟି.)- ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ। ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ...

ଫାଓ ନିର୍ବାଚନ: ଦେବାଶିଷ ସଭାପତି, ଆଶୀର୍ବାଦ ସମ୍ପାଦକ

କଟକ ଅଫିସ,୫ା୨-  ନିର୍ବାଚନ ପୂର୍ବରୁ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତା ତାଲିକା ଚୂଡ଼ାନ୍ତ ହୋଇଯାଇଛି। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ...

ଚିନ୍ତାରେ ଭାରତୀୟ ଟିମ୍‌: ପନ୍ତଙ୍କ ପରେ ଜାଡେଜା ଗଲେ ଡାକ୍ତରଖାନା

ସିଡନୀ,୯।୧: ଭାରତୀୟ ଦଳ ପାଇଁ ଗୋଟିଏ ପରେ ଗୋଟିଏ ଖରାପ ଖବର ଆସିବାରେ ଲାଗିଛି। ଷ୍ଟାର ଅଲ୍‌ରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ବାମ ଆଙ୍ଗୁଠିରେ ଆଘାତ ଲାଗିବା...

Advertisement
Archives

Model This Week