Posted inଖେଳ

ଶାସ୍ତ୍ରୀ ନେଲେ ଟିକା, କହିଲେ ‘ଧନ୍ୟବାଦ…’

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ମଙ୍ଗଳବାର ଅହମ୍ମଦାବାଦର ଏକ ଡାକ୍ତରଖାନାରେ କରୋନା ଟିକା ନେଇଛନ୍ତି। ସେ ଟୁଇଟ୍‌ କରି ଏନେଇ ସୂଚନା ଦେଇ କହିଛନ୍ତି, କୋଭିଡ-୧୯ର ପ୍ରଥମ ଡୋଜ୍‌ ନେଇଛି। ମହାମାରୀ ବିରୋଧରେ ଭାରତୀୟମାନଙ୍କ ପାଇଁ ଗର୍ବ ଏବଂ ଗୌରବ ଆଣିଥିବା ସମସ୍ତ ବୈଜ୍ଞାନିକ ଏବଂ ଚିକିତ୍ସା ବିଶେଷଜ୍ଞଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। ଏହାଛଡ଼ା ସେ ସହଯୋଗ ଏବଂ ସମର୍ଥନ ପାଇଁ ଆପୋଲା ହସ୍ପିଟାଲର କର୍ମଚାରୀଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି।

ପ୍ରକାଶ ଯେ, ଭାରତରେ ସୋମବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଟୀକାକରଣ ଅଭିଯାନ ଆରମ୍ଭ ହୋଇଛି। ଏଥିରେ ବରିଷ୍ଠ ନାଗରିକ ଏବଂ ଗମ୍ଭୀର ରୋଗରେ ପୀଡ଼ିତ ଲୋକମାନଙ୍କୁ ଟିକା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତ୍ତି ସ୍ଥଗିତ

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ବୈଠକରେ ଟି୨୦ ବିଶ୍ୱକପ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇ...

ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇଲା ଇଂଲଣ୍ଡ

ଗାଲେ, ୧୯ା୧ (ଏପି)- ସପ୍ତମ ଉଇକେଟରେ ଜନ୍ନି ବେୟାରଷ୍ଟୋ ଓ ଡାନିଏଲ୍‌ ଲରେନ୍ସଙ୍କ ମଧ୍ୟରେ ଅପରାଜିତ ୫୨ରନର ପାର୍ଟନରଶିପ୍‌ ଯୋଗୁ ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ...

ସୁନାରେ ବିଶ୍ୱକପ୍‌ ଟ୍ରଫି ନିର୍ମାଣ କଲେ ଜଣେ ଭାରତୀୟ ଫ୍ୟାନ: ୟୁଜର୍ସ କହିଲେ, ପାକିସ୍ତାନ ପଠେଇଦିଅ

ବେଙ୍ଗାଲୁରୁ, ୪।୭: ୨୦୧୯ ଆଇସିସି ବିଶ୍ୱକପ୍‌ ସେମିଫାଇନାଲ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ସେତିକି ବଢିବାରେ ଲାଗିଛି। ବିଶ୍ୱକପରେ ଭାରତୀୟ...

ଆଶେସ ଦେଖିବା ଲାଗି ୧୨ ବର୍ଷୀୟ ବାଳକଙ୍କ ଅଭିନବ ପ୍ରୟାସ

ମାଞ୍ଚେଷ୍ଟର ୭ା୯ (ପି.ଟି.)-ଇଂଲଣ୍ଡରେ ଆଶେସ ଦେଖିବା ଲାଗି ଅଷ୍ଟ୍ରେଲିଆର ଜଣେ ୧୨ ବର୍ଷୀୟ ବାଳକ ଯାହା କରିଛନ୍ତି, ସେଭଳି ଦୃଷ୍ଟାନ୍ତ କହିବାକୁ ଗଲେ ଦେଖାଯାଏନି। ନିଜର...

୨୦୨୧ ଅଲିମ୍ପିକ୍ସ: ସ୍ଥାନ ବଜାୟ ରଖିବେ ଯୋଗ୍ୟ ଆଥଲେଟ୍‌

ପ୍ୟାରିସ୍‌, ୨୭।୩(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ ଲାଗି ୨୦୨୦ ଟୋକିଓ ଅଲିମ୍ପିକ୍ପ ସ୍ଥଗିତ ରହିଛି ଓ ଗୋଟିଏ ବର୍ଷ ଘୁଞ୍ଚିଯାଇଛି। ତେବେ ଏହା ସତ୍ତ୍ୱେ ଯେଉଁ ଆଥଲେଟ୍‌ମାନେ...

ନମିତାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଅନ୍ତର୍ଜାତୀୟ ମହିଳା ହକି ତାରକା ନମିତା ଟପ୍ପୋ ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇଛନ୍ତି। ୨୦୧୮ ଏପ୍ରିଲରୁ ୨୦୨୦ ମାର୍ଚ୍ଚ...

ଅଲିମ୍ପିକ୍ସ ହକି: ଭାରତୀୟ ମହିଳାଙ୍କ ହ୍ୟାଟ୍ରିକ ପରାଜୟ

ଟୋକିଓ,୨୯।୭(ପି.ଟି.): ଅଲିମ୍ପିକ୍ସ ହକିରେ ଭାରତୀୟ ମହିଳା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରହିଛି। ବୁଧବାର ସକାଳେ ଖେଳାଯାଇଥିବା ପୁଲ୍‌ -ଏ ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ...

ମ୍ୟାଚ୍‌ ପରେ କୋହଲିଙ୍କୁ ଆଶୀର୍ବାଦ ଦେଉଥିବା ଏହି ମହିଳା ଜଣଙ୍କ କିଏ ଜାଣନ୍ତୁ

ବର୍ମିଂହାମ,୩।୭: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପରେ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଏଜବାଷ୍ଟନ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ରୋମାଞ୍ଚକ...

Ten Cric Info
Advertisement


Archives

Model This Week

Why Dharitri