Posted inଖେଳ

କାକର ପଡ଼ିବାକୁ ଦେଖି ଖେଳାଳି ଚୟନ କରାଯିବ: ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୯।୧୦: ଆରମ୍ଭ ହୋଇଛି ଟି-୨୦ ବିଶ୍ୱକପ୍‌। ପାକିସ୍ତାନ ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବ ଭାରତ। ମ୍ୟାଚ୍‌ଟି ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ଭାରତ ଏକାଦଶରେ କିଏ କିଏ ସ୍ଥାନ ପାଇବ ସେ ନେଇ ଚର୍ଚ୍ଚା ଏବେଠୁ ହେବାରେ ଲାଗିଛି। ଏସବୁ ମଧ୍ୟରେ ସୋମବାର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ କହିଛନ୍ତି, କାକର ପଡ଼ିବା ସ୍ଥିତିକୁ ଦେଖି ଅନ୍ତିମ ଏକାଦଶରେ ଅତିରିକ୍ତ ଦ୍ରୁତ ବୋଲର ଅଥବା ସ୍ପିନର ରଖାଯିବ ତାହା ନିଶ୍ଚିତ କରାଯିବ। ଏହାଛଡ଼ା ଖେଳାଳିଙ୍କ ପ୍ରଦର୍ଶନ ଉପରେ ନଜର ରହିବ ବୋଲି ସେ ସ୍ପଷ୍ଟ କରିଛନ୍ତି।

ଷ୍ଟାର ସ୍ପୋଟ୍ସ ସହ କଥାବାର୍ତ୍ତାରେ ଶାସ୍ତ୍ରୀକୁ କହିଛନ୍ତି, ଆମେ ଦେଖିବୁ କେତେ କାକର ପଡ଼ୁଛି। ସେହି ହିସାବରେ ପ୍ରଥମେ ବ୍ୟାଟିଂ ନଚେତ ବୋଲିଂ କରିବାକୁ ନିଷ୍ପତ୍ତି ନେବୁ। ଏହାଦ୍ୱାରା ଅତିରିକ୍ତ ସ୍ପିନର ଅଥବା ଦ୍ରୁତ ବୋଲର ଅନ୍ତିମ ଏକାଦଶରେ ରଖାଯିବ କି ନାହିଁ ନିଷ୍ପତ୍ତି ନେବାରେ ସହାୟକ ହେବ ବୋଲି ସେ କହିଛନ୍ତି। ଏହାଛଡ଼ଶ ସବୁ ଖେଳାଳି ଗତ ଦୁଇ ମାସ ଧରି ଆଇପିଏଲ୍‌ ଖେଳୁଛନ୍ତି। ଏଥିପାଇଁ ଅଧିକ ପ୍ରସ୍ତୁତିର ଆବଶ୍ୟକତା ଥିବା ଅନୁଭବ କରୁନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୋଲିଂ ଲାଇନ୍‌ରେ ୩ ପରିବର୍ତ୍ତନ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ଛିଡ଼ା କଲା ୨୮୮ ରନ୍‌ର ଟାର୍ଗେଟ

କେପ ଟାଉନ,୨୩।୧: ପ୍ରଥମ ଦୁଇ ମ୍ୟାଚ୍‌ରେ ପରାଜୟ ପରେ ବୋଲିଂ ଲାଇନ୍‌ରେ ୩ ପରିବର୍ତ୍ତନ ସହ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇଥିଲା ଭାରତ।...

ଶତକ ଅପେକ୍ଷାରେ ଶେଷ ହେଲା ଦ୍ୱିତୀୟ ବର୍ଷ

ସେଞ୍ଚୁରିଆନ,୨୯।୧୨: ଭାରତୀୟ ଟେଷ୍ଟ ଅଧିନାୟକ ବିରାଟ କୋହଲି ବିନା କୌଣସି ଅନ୍ତର୍ଜାତୀୟ ଶତକରେ ୨୦୨୧ ବର୍ଷ ଶେଷ କରିଛନ୍ତି। କ୍ରମାଗତ ଦ୍ୱିତୀୟ ଥର ପାଇଁ ଗୋଟିଏ...

ଭାରତକୁ ପରାଜିତ କରିବାର ଶ୍ରେୟ ଏମାନଙ୍କୁ ଦେଲେ ବିରୋଧି ଅଧିନାୟକ, କହିଲେ…

ଅହମ୍ମଦାବାଦ,୧୩।୩: ଚଳିତ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତକୁ ୮ ଉଇକେଟରେ ହରାଇଛି ଇଂଲଣ୍ଡ। ଟେଷ୍ଟ ସିରିଜରେ ପରାଜୟ ପରେ ଏହି ବିଜୟ ଦଳର ଖେଳାଳିଙ୍କୁ...

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାଗନେବ ପାକିସ୍ତାନ; ଚାଇନା ସଂକ୍ରାନ୍ତରେ ନିଷ୍ପତ୍ତି ଆଜି

ନୂଆଦିଲ୍ଲୀ,୧୭।୨(ପି.ଟି.)- ଏଠାରେ ଆସନ୍ତା ୧୮ରୁ ୨୩ ତାରିଖ ମଧ୍ୟରେ ଆୟୋଜନ ହେବାକୁ ଯାଉଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ପାକିସ୍ତାନ ଅଂଶଗ୍ରହଣ କରିବା ନେଇ ଅନିଶ୍ଚିତତା ଦୂର...

ଅଶ୍ୱିନଙ୍କୁ ଭଜିଙ୍କ ଶୁଭେଚ୍ଛା

କାନପୁର,୨୯।୧୧: ଟେଷ୍ଟ କ୍ରିକେଟରେ ଭାରତ ପାଇଁ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇ ତୃତୀୟ ସ୍ଥାନ...

ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକଙ୍କ ସ୍ଥାନରେ ଏହି ଖେଳାଳି ହେବେ ଟିମ ଇଣ୍ଡିଆର ଅଧିନାୟକ

ନୂଆଦିଲ୍ଲୀ,୨୨।୭: ଅଗଷ୍ଟ ୧୮ରୁ ୨୩ମଧ୍ୟରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଏହି ସିରିଜରେ ଏକ...

୨୪ଘଣ୍ଟା ମଧ୍ୟରେ ଡବ୍ଲୁଏଫ୍‌ଆଇରୁ ପଦରୁ ଇସ୍ତଫା ଦିଅନ୍ତୁ ବ୍ରଜଭୂଷଣ: କ୍ରୀଡା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୧: ଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂଙ୍କ ଅଡ଼ୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ଯୌନ ନିର୍ଯାତନା ଓ ଜନ୍ତର ମନ୍ତରରେ କୁସ୍ତିଯୋଦ୍ଧାଙ୍କ...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌, ଭାରତ-ପାକିସ୍ତାନ ମ୍ୟାଚ ଆଜି

କେପ୍‌ଟାଉନ୍‌, ୧୨ା୨: ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟୁର୍ନାମେଣ୍ଟରେ ଭାରତ ଏହାର ଓପନିଂ ମ୍ୟାଚରେ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ।...

Advertisement
Archives

Model This Week