ରବି ଶାସ୍ତ୍ରୀଙ୍କ ଜୀବନସାଥୀ ହୋଇଥାନ୍ତେ ଅମୃତା, ଏହି ସର୍ତ୍ତ ଲାଗି ଅଧାରେ ରହିଥିଲା ପ୍ରେମକାହାଣୀ…

ବମ୍ବେ: ଏକଦା ବଲିଉଡ୍‌ର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପରିଗଣିତ ହେଉଥିଲେ ଅମୃତା ସିଂହ।  ତାଙ୍କ ସମୟର ସମସ୍ତ ସୁପରଷ୍ଟାରଙ୍କ ସହ ସେ କାମ କରିଛନ୍ତି। ହେଲେ ଅଭିନୟ କମ୍‌ ବ୍ୟକ୍ତିଗତ ଜୀବନକୁ ନେଇ ସେ ରହୁଥିଲେ ବେଶ ଚର୍ଚ୍ଚାରେ।
ଫିଲ୍ମ ‘ବେତାବ’ରୁ ଡେବ୍ୟୁ କରିଥିବା ଅମୃତା ରାତାରାତି ଲୋକପ୍ରିୟତା ହାସଲ କରିଥିଲେ। ଫିଲ୍ମରେ ତାଙ୍କ ସହ ଥିଲେ ସନ୍ନି ଦେଓଲ। କାମ କରିବା ସମୟରେ ଦୁହେଁ ପରସ୍ପରର ନିକଟତର ହୋଇଥିଲେ। ହେଲେ ପରବର୍ତ୍ତୀ ସମୟରେ ସନ୍ନି ବିବାହିତ ବୋଲି ଅମୃତା ଜାଣିବାକୁ ପାଇଥିଲେ। ଏଣୁ ସେ ଅଭିନେତାଙ୍କଠାରୁ ଦୂରେଇ ଯାଇଥିଲେ।

Amrita Singh Love Life: इस शर्त की वजह से रवि शास्त्री की दुल्हन नहीं बन पाई थीं अमृता सिंह, जानकर रह जाएंगे दंग

ଅମୃତା ପରେ ଏକ ମାଗାଜିନ ଲାଗି କ୍ରିକେଟର ରବି ଶାସ୍ତ୍ରୀଙ୍କ ସହ କାମ କରିଥିଲେ। ଦୁହେଁ କଭର୍‌ ପେଜରେ ନଜର ଆସିଥିଲେ। ସେବେଠାରୁ ଉଭୟ ପରସ୍ପରକୁ ପସନ୍ଦ କରୁଥିବା ଚର୍ଚ୍ଚା ଜୋର ଧରିଥିଲେ। ସେମାନେ ନିର୍ବନ୍ଧ କରିଥିବା ବେଳେ ବିବାହ କରିବାକୁ ମଧ୍ୟ ଚାହୁଁଥିଲେ। ହେଲେ ଏଭଳି କିଛି ହୋଇଥିଲା ସେ ସେମାନଙ୍କ ସମ୍ପର୍କ ଭାଙ୍ଗି ଯାଇଥିଲା।

Amrita Singh Love Life: इस शर्त की वजह से रवि शास्त्री की दुल्हन नहीं बन पाई थीं अमृता सिंह, जानकर रह जाएंगे दंग

ରବି ବିବାହ ଲାଗି ଅମୃତାଙ୍କ ସମ୍ମୁଖରେ ସର୍ତ୍ତ ରଖିଥିଲେ। ତାକୁ ପ୍ରତ୍ୟାଖାନ କରିଥିଲେ ଅଭିନେତ୍ରୀ। ସର୍ତ୍ତଟି ଏହା ଥିଲା ଯେ ଅମୃତା ବିବାହ ପରେ ଅଭିନୟ ଛାଡ଼ି ଦେବେ। ହେଲେ ତାହା ନ ମାନିବାରୁ ଅମୃତାଙ୍କ ସହ ରବିଙ୍କ ବ୍ରେକ୍‌ଅପ୍‌ ହୋଇଥିଲା।
ଶେଷରେ ଅମୃତା ସୈଫ ଅଲ୍ଲୀ ଖାଁଙ୍କୁ ଭେଟିଥିଲେ। ୧୯୯୧ରେ ବିବାହ କରିଥିଲେ ଦୁହେଁ। ଏହି ବିବାହ ମଧ୍ୟ ଦୁଇ ସନ୍ତାନ ପରେ ଶେଷ ହୋଇଥିଲା। ଏବେ ସୈଫ କରିନାଙ୍କ ସ୍ବାମୀ।

Amrita Singh Love Life: इस शर्त की वजह से रवि शास्त्री की दुल्हन नहीं बन पाई थीं अमृता सिंह, जानकर रह जाएंगे दंग


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri