Posted inଖେଳ

ଅଶ୍ୱିନଙ୍କ ନାମରେ ବିଶ୍ୱ ରେକର୍ଡ

ଚେନ୍ନାଇ, ୧୪।୨ : ଭାରତୀୟ ଦଳର ବରିଷ୍ଠ ସ୍ପନିର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଏକ ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ଇତିହାସର ପ୍ରଥମ ବୋଲର ଭାବେ ଟେଷ୍ଟ ଫର୍ମାଟରେ ୨୦୦ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହାତେଇଛନ୍ତି ଅଶ୍ୱିନ। ଇଂଲଣ୍ଡ ବିପକ୍ଷରେ ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ୫ ଉଇକେଟ ସଫଳତା ଅର୍ଜନ କରିବା ଅବସରରେ ୩୪ ବର୍ଷୀୟ ଅଶ୍ୱିନ ଏହି ରେକର୍ଡ ନିଜ ନାମରେ କରିଛନ୍ତି। ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ଟେଷ୍ଟ କ୍ରିକେଟର ସର୍ବାଧିକ ଉଇକେଟ ନେଇଥିବା କିମ୍ବଦନ୍ତୀ ଅଫ୍‌ ସ୍ପିନର ମୁଥୟା ମୁରଲୀଧରନ(ଶ୍ରୀଲଙ୍କା)। ସେ ୧୯୧ ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିଲେ। ତାଙ୍କ ପଛକୁ ଜେମ୍ସ ଆଣ୍ଡରସନ (୧୯୦ ଉଇକେଟ୍‌) ରହିଥିବାବେଳେ ତାଲିକାର ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି ଅଷ୍ଟ୍ରେଲିଆର ଦୁଇ କିମ୍ବଦନ୍ତୀ ବୋଲର। ସେମାନେ ହେଲେ ଶେନ ଓ୍ବର୍ନ ଓ ଗ୍ଲେନ ମ୍ୟାକ୍‌ଗ୍ରାଥ। ଦୁହିଁଙ୍କ ନାମରେ ୧୭୨ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri