Posted inଖେଳ

ଇଂଲଣ୍ଡ ବିପକ୍ଷରେ ଏହି ଉପଲବ୍ଧି ହାସଲ କରିପାରନ୍ତି ଅଶ୍ୱିନ, ମାତ୍ର ୨୮ ଉଇକେଟ…

ନୂଆଦିଲ୍ଲୀ,୨୮।୧: ଦୀର୍ଘ ୧୧ ମାସ ପରେ ଘରୋଇ ମଇଦାନରେ ଖେଳିବାକୁ ଯାଉଛି ଟିମ୍‌ ଇଣ୍ଡିଆ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ଜିତି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ଟିମ୍‌ ଇଂଲଣ୍ଡ ବିପକ୍ଷରେ ଫେବୃୟାରୀରୁ ସିରିଜ୍‌ ଖେଳିବ। ୪ ବର୍ଷ ପୂର୍ବେ ଇଂଲଣ୍ଡକୁ ହରାଇ ଭାରତୀୟ ଦଳ ଇତିହାସ ରଚିଥିଲା। ପୁଣିଥରେ ଉଭୟ ଟିମ୍‌ଙ୍କ ମଧ୍ୟରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିବ ବୋଲି ପ୍ରଶଂସକ ଆଶା କରୁଛନ୍ତି।

ଇଂଲଣ୍ଡ ବିପକ୍ଷ ଗତ ସିରିଜ୍‌ରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ୨୮ ଉଇକେଟ ନେଇଥିଲେ। ନିକଟରେ ଅଷ୍ଟ୍ରେଲିଆ ଗସ୍ତରେ ସେ ୧୨ ଉଇକେଟ ନେଇ ସେ ଫର୍ମରେ ମଧ୍ୟ ଅଛନ୍ତି। ଏବେ ସେ ଟେଷ୍ଟ କ୍ରିକେଟରେ ୪୦୦ ଉଇକେଟର ଉପଲବ୍ଧିରୁ ୨୩ ଉଇକେଟ ଦୂରରେ ଅଛନ୍ତି। ଯଦି ପୂର୍ବଥର ଭଳି ଇଂଲଣ୍ଡ ବିପକ୍ଷରେ ଭଲ ପ୍ରଦର୍ଶନ କରନ୍ତି ତେବେ ସେ ଏହି ଉପଲବ୍ଧି ହାସଲ କରିପାରନ୍ତି। ମୁଥୟା ମୁରଲୀଧରନ୍‌ଙ୍କ ପରେ ସବୁଠାରୁ ଦ୍ରୁତଗତିରେ ୪୦୦ ଉଇକେଟର ଉପଲବ୍ଧି ହାସଲ କରିବା ୨ୟ ଖେଳାଳି ସେ ପାଲଟିବ। ମୁରଲୀଧରନ ନିଜର ୭୨ ଟେଷ୍ଟ ମ୍ୟାଚ୍‌ରେ ଏହା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri