Posted inଖେଳ

ସିଏସ୍‌କେରୁ ଅଲଗା ହୋଇପାରନ୍ତି ରବିଚନ୍ଦ୍ରନ ଅଶ୍ୱିନ

ଚେନ୍ନାଇ,୮ା୮: ଭାରତୀୟ ସିନିୟର ଅଫ୍‌-ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଗାମୀ ଆଇପିଏଲ୍‌ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଛାଡ଼ି ପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଖେଳାଳିଙ୍କ ରିଟେନଶନ ତାଲିକା ପ୍ରକାଶ କରିବା ଲାଗି ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ବାକି ଥିବା ବେଳେ ଅଶ୍ୱିନ ତାଙ୍କ ଭବିଷ୍ୟତ ସମ୍ପର୍କରେ ସିଏସ୍‌କେ ମ୍ୟାନେଜମେଣ୍ଟ ସହ ଆଲୋଚନା କରୁଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି।

ଭବିଷ୍ୟତ ନିର୍ଦ୍ଧାରିଣ ଲାଗି ଏହା ଏକ ପ୍ରାରମ୍ଭିକ ପର୍ଯ୍ୟାୟ। ରିଟେନଶନ ଲାଗି କଟଅଫ୍‌ ତାରିଖ ଘୋଷଣା କରାଯାଇ ନାହିଁ। ଏଣୁ ଆମ ପାଖରେ ସମୟ ଅଛି। ଅକ୍ସନ ପୂର୍ବରୁ ଖେଳାଳିଙ୍କ ସହ ଆଲୋଚନା କରାଯାଏ। ପରବର୍ତ୍ତୀ ଆଇପିଏଲ ସିଜନରେ ତାଙ୍କ ଭୂମିକାକୁ ବୁଝିବା ପାଇଁ ଏହା ଏକ ଆପୋଷ ଆଲୋଚନା ବୋଲି ସୂତ୍ରରୁ କୁହାଯାଇଛି।

ଗତ ବର୍ଷ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ୩୮ ବର୍ଷୀୟ ଅଶ୍ୱିନଙ୍କୁ ମେଗା ଅକ୍ସନରେ ସିଏସକେ ୯.୭୫ କୋଟିରେ କିଣିଥିଲା। ପୂର୍ବରୁ ସେ ୨୦୦୯ରୁ ୨୦୧୫ ପର୍ଯ୍ୟନ୍ତ ଏହି ଫ୍ରାଞ୍ଚାଇଜ ଲାଗି ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

ତେଲକୁ ନେଇ ରୁଷିଆ-ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ଜୋରଦାର ଝଟ୍‌କା!

ମସ୍କୋ,୧୮।୩: ବିଶ୍ୱର ଗଭୀର ଶକ୍ତି ସଙ୍କଟ ଏବଂ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ରୁଷିଆ ପାକିସ୍ତାନ ପ୍ରତି ବନ୍ଧୁତାର ହାତ ବଢ଼ାଇଛି। ପାକିସ୍ତାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri