Posted inଖେଳ

ପୂଜାରାଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅଶ୍ୱିନ୍‌: ଏମିତି କରିଦେଲେ ଫାଳେ ନିଶ କାଟିଦେବି

ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ସ୍ପିନର୍‌ ରବିଚନ୍ଦ୍ରନ ଅଶ୍ୱିନ୍‌ ନିଜ ସାଥୀ ଖେଳାଳି ଚେତେଶ୍ୱର ପୂଜାରାଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ଯଦି ପୂଜାରା ତାଙ୍କର ଚ୍ୟାଲେଞ୍ଜ ପୂରଣ କରିଦେଲେ ତେବେ ମୁଁ ଫାଳେ ନିଶ କାଟିଦେବି ବୋଲି ଅଶ୍ୱିନ୍‌ କହିଛନ୍ତି। ଭାରତୀୟ ବ୍ୟାଟିଂ କୋଚ୍‌ଙ୍କ ସହ ଏକ ସାକ୍ଷାତକାରରେ ଅଶ୍ୱିନ ତାଙ୍କୁ ପ୍ରଶ୍ନ କରି କହିଛନ୍ତି, କେବେ ଆମେ ପୂଜାରାଙ୍କୁ ଅଫ୍‌ ସ୍ପିନର୍‌ଙ୍କ ବିପକ୍ଷରେ କ୍ରିଜ୍‌ରୁ ଆଗକୁ ବଢି ଶଟ୍‌ ମାରିବାର ଦେଖିବୁ? ଏହାର ଜବାବରେ ବ୍ୟାଟିଂ କୋଚ ବିକ୍ରମ ରାଠୋର କହିଥିଲେ, କାର୍ଯ୍ୟ ପ୍ରଗତିରେ ଚାଲିଛି। ପୂଜାରାଙ୍କୁ ବୁଝାଇବାକୁ ଚେଷ୍ଟା ଚାଲିଛି। ସେ ଏପର୍ଯ୍ୟନ୍ତ ମାନି ନାହାନ୍ତି। ଏହାପରେ ଅଶ୍ୱିନ କହିଥିଲେ ଯଦି ଇଂଲଣ୍ଡ ବିପକ୍ଷରେ ପୂଜାରା ମୋଇନ ଅଲ୍ଲୀ କିମ୍ବା ଅନ୍ୟ ସ୍ପିନର୍‌ଙ୍କ ବିପକ୍ଷରେ ଆଗାକୁ ଆସି ଶର୍ଟ ମାରନ୍ତି ତେବେ ମୁଁ ମୋ ଅଧା ନିଶ କାଟିଦେବି। ଏହା ମୋର ଚ୍ୟାଲେଞ୍ଜ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri