Posted inଖେଳ

ପାକିସ୍ତାନର ଏହି ଖେଳାଳିଙ୍କ ପ୍ରଶଂସାରେ ଶତମୁଖ ହେଲେ ଅଶ୍ୱିନ; ଭାଇରାଲ ହେଉଛି ବୟାନ

ନୂଆଦିଲ୍ଲୀ,୨୧।୧୧: ଭାରତର ଅନୁଭବୀ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପାକିସ୍ତାନର ଜଣେ ଖେଳାଳିଙ୍କ ପ୍ରଶଂସା କରିଛନ୍ତି। ତାଙ୍କର ଏଭଳି ବୟାନ ଏବେ ଭାଇରାଲ ହେଉଛି।

ପାକିସ୍ତାନ ଟିମ୍‌ର ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବାବର ଆଜମଙ୍କ ପ୍ରଶଂସା କରି ଅଶ୍ୱିନ କହିଛନ୍ତି, ଜଣେ ଉଚ୍ଚ ମାନର ଖେଳାଳି ଦୀର୍ଘ ସମୟ ପରେ ପାକିସ୍ତାନୀ ଦଳରେ ଯୋଗ ଦେଇଛନ୍ତି। ତାଙ୍କ ନାମ ବାବର। ସେ ଜଣେ ‘ମିଲିୟନ ଡଲାର ପ୍ଲେୟାର’ ବୋଲି ଲାଗୁଛନ୍ତି। ତାଙ୍କର ଖେଳ ଦେଖିବାକୁ ଭଲ ଲାଗୁଛି ବୋଲି ସେ କହିଛନ୍ତି।

ବାବରଙ୍କ ଖେଳକୁ ଯଦି ଦେଖାଯାଏ ତେବେ, ଏହି ଖେଳାଳି ଏଯାବତ ୨୯ ଟେଷ୍ଟ ମ୍ୟାଚ୍‌ରେ ୨୦୪୫ ରନ୍‌, ୭୭ ଏକଦିବସୀୟ ମ୍ୟାଚ୍‌ରେ ୩୫୮୦ ଏବଂ ୪୪ ଟି-୨୦ ମ୍ୟାଚ୍‌ରେ ୧୬୮୧ ରନ୍‌ କରିଛନ୍ତି। ଏଥିରେ ୧୭ଟି ଶତକ ଏବଂ ୪୭ ଅର୍ଦ୍ଧଶତକ ରହିଛି। ଅନେକ ଥର ତାଙ୍କର ତୁଳନା ଭାରତର ଅଧିନାୟକ ବିରାଟ କୋହଲୀଙ୍କ ସହ କରାଯାଇଛି। ହେଲେ ବାସ୍ତବିକ ଦେଖିବାକୁ ଗଲେ ବିରାଟଙ୍କ ସମକକ୍ଷ ହେବାକୁ ହେଲେ ବାବରଙ୍କୁ ଆହୁରି ପରିଶ୍ରମ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ, ଗିଲଖ୍ରୀଷ୍ଟଙ୍କଠାରୁ ଉନ୍ନତର ଉଇକେଟକିପର ବ୍ୟାଟ୍ସମ୍ୟାନ

କରାଚୀ,୨୨।୯: କ୍ରିକେଟ ଇତିହାସରେ ସର୍ବଶ୍ରେଷ୍ଠ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ବିବେଚିତ ଅଷ୍ଟ୍ରେଲିଆର ଆଡାମ ଗିଲଖ୍ରୀଷ୍ଟ ଓ ଭାରତର ମହେନ୍ଦ୍ର ସିଂ ଧୋନୀ। ଏମାନଙ୍କୁ ପଛରେ ପକାଇଛନ୍ତି...

ଦିନକୁ ଗୋଟେ ଓଳି ଖାଉଥିବା ଏହି ଖେଳାଳି ପାଇବେ ଅର୍ଜୁନ ପୁରସ୍କାର

ଔରଙ୍ଗାବାଦ, ୨୪ା୮ (ପି.ଟି.)-ଖେଳ କିପରି ତାଙ୍କ ଜୀବନଶୈଳୀ ବଦଳାଇ ଦେଇଛି ତାହାର ବର୍ଣ୍ଣନା କରିଛନ୍ତି ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ଭାରତର ପୂର୍ବତନ...

କ୍ରିକେଟ ଜଗତକୁ ଝଟ୍‌କା, ୫୧ଟି ଶତକ ଲଗାଇଥିବା ମହାନ ବ୍ୟାଟ୍ସମ୍ୟାନଙ୍କ ପରଲୋକ

କ୍ରିକେଟ ଜଗତର ମହାନ ଖେଳାଳି ଓ୍ବେଷ୍ଟଇଣ୍ଡିଜର ସାର୍‌ ଏଭର୍ଟନ ଓ୍ବିକ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର ଗଡ୍‌ଫାଦର୍‌...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଚର୍ଚ୍ଚାରେ ଧୋନୀଙ୍କ ୭ ନମ୍ବର ଜର୍ସି

ନୂଆଦିଲ୍ଲୀ,୨୫ା୭(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ(ଆଇସିସି) ଟେଷ୍ଟ କ୍ରିକେଟକୁ ଅଧିକ ଲୋକପ୍ରିୟ କରିବା ଲାଗି ଆଗାମୀ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପରେ ଖେଳାଳିଙ୍କ ନାମ ଓ ଜର୍ସି ନମ୍ବର...

ଟେଷ୍ଟରେ ଚେତନ ଚୌହାନଙ୍କ ନାମରେ ଥିଲା ଏହି ବିରଳ ରେକର୍ଡ

ନୂଆଦିଲ୍ଲୀ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ରହିଥିବା ଚେତନ ଚୌହାନଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୩...

ଶେଷ ଦୁଇ ଟେଷ୍ଟ ଖେଳି ନ ପାରନ୍ତି କୋହଲି

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରେ ପ୍ରଥମ ସନ୍ତାନର ପିତା ହେବାର ସମ୍ବାବନା ଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ...

ଇଞ୍ଜୁରି କାରଣରୁ ହାର୍ଦ୍ଦିକ ଦୀର୍ଘ ଦିନ ବାଦ୍‌ ପଡିବା ସମ୍ଭାବନା

ନୂଆଦିଲ୍ଲୀ,୧।୧୦(ପି.ଟି.)- ଭାରତର ପ୍ରଥମ ପସନ୍ଦର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଞ୍ଜୁରି କାରଣରୁ ଦୀର୍ଘ ଦିନଧରି କ୍ରିକେଟରୁ ବାଦ୍‌ ପଡିବା ସମ୍ଭାବନା ସୃଷ୍ଟି ହୋଇଛି। ପିଠିର ନିମ୍ନ...

ପାକିସ୍ତାନର ସଂଘର୍ଷପୂର୍ଣ୍ଣ ବିଜୟ

ଲିଡ୍ସ,୩୦।୬(ପି.ଟି.)- ଆଇସିସି ବିଶ୍ୱକପ୍‌ର ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ପାକିସ୍ତାନ ୨ଟି ବଲ ବାକି ରଖି ୩ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ...


Coronavirus Update

Archives

Model This Week

Why Dharitri