Posted inଖେଳ

କୁମ୍ବଲେ, ଭଜିଙ୍କୁ ଟପିଲେ ଅଶ୍ୱିନ

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ତଥା ମୁମ୍ବାଇ ଟେଷ୍ଟର ତୃତୀୟ ଦିନରେ ୩ ଉଇକେଟ ନେଇ ଚଳିତ ବର୍ଷ ଟେଷ୍ଟ ଫର୍ମାଟରେ ୫୦ ଉଇକେଟ ପୂରଣ କରିଛନ୍ତି ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଏହାକୁ ମିଶାଇ ଅଶ୍ୱିନ କ୍ୟାରିୟରରେ ଚତୁର୍ଥ ଥର ପାଇଁ ବର୍ଷକୁ ୫୦ ଉଇକେଟ ନେଇଛନ୍ତି। ଏଥିପୂର୍ବରୁ ସେ ୨୦୧୫ରେ (୬୨ ଉଇକେଟ), ୨୦୧୬ (୭୨) ଓ ୨୦୧୭ (୫୬)ରେ ସେ ୫୦ରୁ ଅଧିକ ଟେଷ୍ଟ ଉଇକେଟ ହାତେଇଥିଲେ।

ଏହି ତାଲିକାରେ ଅଶ୍ୱିନ କିମ୍ବଦନ୍ତୀ ଲେଗ୍‌ ସ୍ପିନର ତଥା ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ ଏବଂ ହରଭଜନ ସିଂ(ଭଜି)ଙ୍କୁ ପଛରେ ପକାଇ ଦେଇଛନ୍ତି। ଦୁଇ ପୂର୍ବତନ ଭାରତୀୟ ସ୍ପିନର ତିନି ଥର ବର୍ଷକୁ ୫୦ରୁ ଅଧିକ ଉଇକେଟ ନେଇଥିଲେ। ଭେଟେରାନ ସ୍ପିନର ଭଜି ୨୦୦୧, ୨୦୦୨ ଓ ୨୦୦୮ରେ ୫୦ରୁ ଅଧିକ ଉଇକେଟ ନେଇଥିବା ବେଳେ କୁମ୍ବଲେ ୧୯୯୯, ୨୦୦୪ ଓ ୨୦୦୬ରେ ଏହି ସଫଳତା ପାଇଥିଲେ। ଏହି ତାଲିକାରେ ରହିଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ। ସେ ୧୯୭୯ ଓ ୧୯୮୩ରେ ୫୦ରୁ ଅଧିକ ଟେଷ୍ଟ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri