Posted inଖେଳ

ପୁଣି ଧୋନୀଙ୍କ ସହିତ ଖେଳିବେ ଅଶ୍ୱିନୀ: ଏହି ତିନି ବଡ଼ ଖେଳାଳିଙ୍କୁ ଦଳରେ ସାମିଲ କଲା ଚେନ୍ନାଇ

ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଷ୍ଟାର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ପୁଣିଥରେ ଦଳରେ ସାମିଲ କରିଛି। ରବିବାର ଅନୁଷ୍ଠିତ ନିଲାମୀରେ ଟିମ୍ ଅଶ୍ୱିନୀଙ୍କୁ ୯.୭୫ କୋଟି ଟଙ୍କାରେ କିଣିଛି। ଅଶ୍ୱିନୀ ଚେନ୍ନାଇରେ ତାଙ୍କର ଆଇପିଏଲ କ୍ୟାରିୟର ଆରମ୍ଭ କରିଥିବା ବେଳେ ଏବେ ପୁଣିଥରେ ନିଜର ଘରୋଇ ଟିମକୁ ଫେରିଛନ୍ତି।

ଅଶ୍ୱିନୀଙ୍କ ବ୍ୟତୀତ ସିଏସକେ ନ୍ୟୁଜିଲାଣ୍ଡର ଡେଭିଡ କନୱେ, ରଚିନ ରବୀନ୍ଦ୍ରଙ୍କୁ ଦଳରେ ପୁନର୍ବାର ସାମିଲ କରିଛି। କନୱେଙ୍କୁ ୬.୨୫ କୋଟି, ରଚିନଙ୍କୁ ୪ କୋଟି ଟଙ୍କାରେ ସିଏସକେ ଆରଟିଏମ ବ୍ୟବହାର କରି ଦଳକୁ ଫେରାଇ ଆଣିଛି। ତେବେ ଦଳ ଏଥର ଭାରତୀୟ ଦୁର୍ଦଶ ବ୍ୟାଟର ରାହୁଲ ତ୍ରିପାଠୀଙ୍କୁ ୩.୪ କୋଟି ଟଙ୍କାରେ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁସ୍ତାକ ଅଲୀ ଟ୍ରଫି: ବିହାର ସିନିୟର ଦଳର ନେତୃତ୍ୱ ନେବେ ବୈଭବ ସୂର୍ଯ୍ୟବଂଶୀ

ପାଟନା,୬ା୧୧: ନଭେମ୍ବର ୧୪ରୁ ଆରମ୍ଭ ହେବାକୁଥିବା ସୟଦ ମୁସ୍ତାକ ଅଲି ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚ ପାଇଁ ସ୍ବଳ୍ପ ବୟସ୍କ ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ…

୪ ବର୍ଷ ବାସନ୍ଦ ହେଲେ ଏହି ଅଲିମ୍ପିକ ବିଜେତା, ଜାଣନ୍ତୁ…

ଲାଉସାନେ,୧୧ା୬: ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଅଲିମ୍ପିକ ଭାରୋତ୍ତୋଳକ ବ୍ରୋଞ୍ଜ ପଦକ ବିଜେତା ବୋଝିଦାର ଦିମିତ୍ରୋଭ ଆନ୍ଦ୍ରିଭଙ୍କୁ ଶୁକ୍ରବାର ୪ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି। ଫଳରେ ସେ ୨୦୨୮…

ସେହୱାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ଦମଦାର ଇନିଂସ; ନେପାଳକୁ ଧୂଳି ଚଟାଇ୧୦ ୱିକେଟରେ ଜିତିଲା ଭାରତ

ନୂଆଦିଲ୍ଲୀ,୬।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ, ଭାରତୀୟ ଦଳ ନେପାଳ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିଥିଲା। ଶୁକ୍ରବାର (ନଭେମ୍ବର ୬) ‘ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ’…

ଟିମ୍‌ଇଣ୍ଡିଆକୁ ମିଳିଗଲା ନୂଆ ସୁପରଷ୍ଟାର: ସେହ୍ବାଗ-ଦ୍ରାବିଡଙ୍କ ପୁଅ ଉପସ୍ଥିତି ସତ୍ତ୍ୱେ କଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ

ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା…

Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ

ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା…

ଦ୍ୱିତୀୟ ODI ପୂର୍ବରୁ ଟିମ ଇଣ୍ଡିଆରେ ବଡ଼ ହଲଚଲ: ସିରିଜ୍‌ରୁ ବାଦ୍‌ ପଡ଼ିଲେ ଷ୍ଟାର୍‌ ଖେଳାଳି, ଶୁଣିଲେ ଖୁସି ହୋଇଯିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ,୬।୧୧: ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ଦ୍ୱିତୀୟ ଦିନିକିଆ ମ୍ୟାଚ ଆସନ୍ତା ଶନିବାର, ନଭେମ୍ବର ୭ ତାରିଖରେ ୱେଲିଂଟନରେ…

କେନ୍ଦ୍ର ସରକାରଙ୍କୁ କଡ଼ା ଟାର୍ଗେଟ କଲେ ସୁପ୍ରିମକୋର୍ଟ! CJI ପଚାରିଲେ…

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀ-ଏନସିଆର (Delhi-NCR) ରେ ବାୟୁ ପ୍ରଦୂଷଣ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏହି ଅଞ୍ଚଳରେ ବୃଦ୍ଧି ପାଉଥିବା…

ଟି-୨୦ କ୍ରିକେଟ୍‌ରେ ଆନ୍ଦ୍ରେ ରସେଲଙ୍କ ଐତିହାସିକ କୀର୍ତ୍ତିମାନ, ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୧: ଟି-୨୦ କ୍ରିକେଟ୍‌ରେ ନୂଆ ଇତିହାସ ରଚିଛନ୍ତି ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଖେଳାଳି ଆନ୍ଦ୍ରେ ରସେଲ। ଏହି ଫର୍ମାଟ୍‌ରେ ୧୦ ହଜାରରୁ ଅଧିକ ରନ ଏବଂ ୫୦୦ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?