ଆଉ ୭୩ ରନ୍‌ କରିପାରିଲେ ଆଇପିଏଲ୍‌ରେ ଏହି କୀର୍ତ୍ତିମାନ କରିବେ ଜାଡେଜା

ନୂଆଦିଲ୍ଲୀ, ୧୭।୯: ଆଇପିଏଲ୍‌ର ୧୩ତମ ସଂସ୍କରଣ ଶନିବାରଠାରୁ ୟୁଏଇରେ ଆରମ୍ଭ ହେବ। ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଧୋନୀଙ୍କ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଯଦି ଆଉ ୭୩ ରନ୍‌ ସଂଗ୍ରହ କରନ୍ତି ତେବେ ଆଇପିଏଲ୍‌ରେ ଏକ ବିରଳ ରେକର୍ଡ ସ୍ଥାପନ କରିବେ। ଚେନ୍ନାଇର ଏହି ବାମହାତୀ ସ୍ପିନର ବର୍ତ୍ତମାନ ସୁଦ୍ଧା ଆଇପିଏଲ୍‌ରେ ୧୭୦ ମ୍ୟାଚ୍‌ ଖେଳି ୧୯୨୭ ରନ୍‌ ଓ ୧୦୮ ଉଇକେଟ୍‌ ନେଇଛନ୍ତି। ଯଦି ଜାଡେଜା ଆଉ ୭୩ ରନ୍‌ ସଂଗ୍ରହ କରନ୍ତି ତେବେ ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ୨ ହଜାର ରନ୍‌ ସଂଗ୍ରହ କରିବା ସହିତ ୧୦୦ ଉଇକେଟ୍‌ ହାସଲ କରିବାର ସୌଭାଗ୍ୟ ଲାଭ କରିବେ। ଏଥିପୂର୍ବରୁ ଆଇପିଏଲ୍‌ରେ ବିନା ଅର୍ଦ୍ଧଶତକରେ ୧୫୦୦ରୁ ଊର୍ଦ୍ଧ୍ୱ ରନ୍‌ ସଂଗ୍ରହ କରିବା ରେକର୍ଡ ଜାଡେଜାଙ୍କ ନାମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?