Posted inଖେଳ

‘ମୋ ପାଖରେ ମଧ୍ୟ କହିବାକୁ ବହୁତ କିଛି ଅଛି’, ପିତାଙ୍କ ଅଭିଯୋଗକୁ ଭୁଲ ବୋଲି କହିଲେ ଜାଡେଜା

ନୂଆଦିଲ୍ଲୀ,୧୦।୨: ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏବେ ଚର୍ଚ୍ଚାରେ ରହିଛନ୍ତି। କ୍ରିକେଟ ଯୋଗୁ ନୁହେଁ ବରଂ ଘରୋଇ କଳହ ହେତୁ ଜାଡେଜା ଚର୍ଚ୍ଚାରେ ଅଛନ୍ତି। ବାସ୍ତବରେ, ଶୁକ୍ରବାର ଜାଡେଜାଙ୍କ ପିତା ଏକ ସାକ୍ଷାତକାରରେ କହିଛନ୍ତି ଯେ, ତାଙ୍କ ପୁଅ ରବୀନ୍ଦ୍ର ଜାଡେଜା ଏବଂ ବୋହୂ ରିବାବାଙ୍କ ସହ ତାଙ୍କର ଆଉ କୌଣସି ସମ୍ପର୍କ ନାହିଁ। ସେ ଏକ ଖବରକାଗଜକୁ ଦେଇଥିବା ସାକ୍ଷାତକାରରେ ଜାଡେଜାଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଥଇଲେ। ତେବେ ଜାଡେଜା ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି।

ରବିନ୍ଦ୍ର ଜାଡେଜାଙ୍କ ବିଷୟରେ ତାଙ୍କ ପିତା ଅନିରୁଦ୍ଧ ସିଂ ଦେଇଥିବା ବିବୃତ୍ତି ଆଶ୍ଚର୍ଯ୍ୟଜନକ ଅଟେ। ସେ କହିଛନ୍ତି, ରବିନ୍ଦ୍ର ଏବଂ ତାଙ୍କ ପତ୍ନୀ ରିବାବାଙ୍କ ସହ ତାଙ୍କର କୌଣସି ସମ୍ପର୍କ ନାହିଁ। ତେବେ ରବିନ୍ଦ୍ର ଜାଡେଜା ତାଙ୍କ ପିତାଙ୍କ ବକ୍ତବ୍ୟକୁ ନିରର୍ଥକ ବୋଲି କହିଛନ୍ତି। ତାଙ୍କ ପତ୍ନୀଙ୍କ ସମର୍ଥନରେ ସେ ଏକ ବଡ଼ ବିବୃତ୍ତି ମଧ୍ୟ ଦେଇଛନ୍ତି।

ରବିନ୍ଦ୍ର ଜାଡେଜା କହିଛନ୍ତି, ସାକ୍ଷାତକାରରେ ବାପାଙ୍କ ଦ୍ୱାରା କୁହାଯାଇଥିବା ସବୁକିଛି ଭୁଲ ଏବଂ ଅର୍ଥହୀନ। ସେ କାହାଣୀର କେବଳ ଗୋଟିଏ ପାର୍ଶ୍ୱ ଦେଇଛନ୍ତି, ଯାହାକୁ ମୁଁ ସମ୍ପୂର୍ଣ୍ଣ ଭାବେ ଅସ୍ବୀକାର କରୁଛି। ମୋ ପତ୍ନୀଙ୍କ ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରାଯାଉଛି। ମୋର ମଧ୍ୟ ବହୁତ କିଛି କହିବାକୁ ଅଛି, କିନ୍ତୁ ଯଦି ମୁଁ ସର୍ବସାଧାରଣରେ କିଛି ନ କହିବି ଭଲ ।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri