Posted inଖେଳ

ଇନ୍‌ଷ୍ଟାଗ୍ରାମରୁ ଚେନ୍ନାଇ ସୁପର କିଙ୍ଗ୍ସର ଫଟୋ ହଟାଇଲେ ଜାଡେଜା

ମୁମ୍ବାଇ ୯।୭ : ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରୁ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ ୨୦୨୧-୨୦୨୨ର ସମସ୍ତ ପୋଷ୍ଟକୁ ହଟେଇ ଦେଇଛନ୍ତି। ଯାହାକୁ ନେଇ ଜାଡେଜା ଚେନ୍ନାଇ ଛାଡିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ସୋସିଆଲ ମିଡିଆରେ ବର୍ତ୍ତମାନ ଏହି ବାର୍ତ୍ତା ଭାଇରାଲ ହେବାରେ ଲାଗିଛି।

ମିଳିଥିବା ସୂଚନା ମୁତାବକ, ଆଇପିଏଲ୍‌ ୨୦୨୨ରେ ଜାଡେଜାଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ କରାଯାଇଥିଲା। ହେଲେ ତାଙ୍କ ନେତୃତ୍ୱରେ ଦଳ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ତାଙ୍କ ନେତୃତ୍ୱରେ ଦଳ ୮ ମ୍ୟାଚ୍‌ରୁ ୬ଟି ମ୍ୟାଚରେ ପରାଜୟ ସ୍ବୀକାର କରିଥିଲା। ପରେ ଜାଡେଜା ଅଧିନାୟକ ପଦ ଛାଡିଥିଲେ । ପରବର୍ତ୍ତୀ ସମୟରେ ଧୋନିି ଅଧିନାୟକ ମଙ୍ଗ ଧରିଥିଲେ। ଦଳର ଖରାପ ପ୍ରଦର୍ଶନ ଲାଗି ଚଳିତ ସିଜନ୍‌ରେ ଚେନ୍ନାଇ ପ୍ଲେଅଫ୍‌ରେ ପହଞ୍ଚି ପାରି ନ ଥିଲା।

ଅନ୍ୟପକ୍ଷେ ଆହତ ସମସ୍ୟା ଲାଗି ଆଇପିଏଲ ୨୦୨୨ର ବାକି ମ୍ୟାଚରୁ ବାଦ୍‌ ପଡିଥିଲେ ଜାଡେଜା। ବର୍ତ୍ତମାନ ଜାଡେଜା ଇନ୍‌ଷ୍ଟାଗ୍ରାମ୍‌ରୁ ଫଟୋ ହଠାଇବା ନିଷ୍ପତ୍ତି, ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏପରିକି ଆଗାମୀ ଦିନରେ ଜାଡେଜା ଚେନ୍ନାଇ ସହିତ ସମ୍ପର୍କ ଛିନ୍ନ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri