Posted inଖେଳ

କପିଳ ଦେବଙ୍କ କ୍ଲବରେ ଜାଡେଜା

ନୂଆଦିଲ୍ଲୀ,୬।୮: ମହାନ ଅଲରାଉଣ୍ଡର ତଥା ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ଲବରେ ରବୀନ୍ଦ୍ର ଜାଡେଜା ସାମିଲ ହୋଇଛନ୍ତି। ଟ୍ରେଣ୍ଟ ବ୍ରିଜଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟର ପ୍ରଥମ ଇନିଂସରେ ଅପରାଜିତ ୨୬ ରନ୍‌ର ଇନିଂସ ଖେଳିବା ଅବସରରେ କ୍ରିକେଟ ଲମ୍ବା ଫର୍ମାଟରେ ୨ ହଜାର ରନ୍‌ ପୂରଣ କରିଛନ୍ତି ଜାଡେଜା। ଏଥିସହ ଟେଷ୍ଟ ଫର୍ମାଟରେ ଦୁଇ ହଜାରରୁ ଅଧିକ ରନ୍‌ ଓ ଦୁଇ ଶହରୁ ଅଧିକ ଉଇକେଟ ନେଇଥିବା ଭାରତୀୟ ଅଲରାଉଣ୍ଡରଙ୍କ ତାଲିକାରେ ସ୍ଥାନ ପାଇଛନ୍ତି।

କ୍ୟାରିୟରର ୫୩ ତମ ଟେଷ୍ଟରେ ଦୁଇ ହଜାର ରନ୍‌ ଅତିକ୍ରମ କରିଥିବା ଜାଡେଜାଙ୍କ ନାମରେ ରହିଛି ୨୨୧ଟି ଉଇକେଟ। ଭାରତୀୟ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର କୁହାଯାଉଥିବା କପିଳ ଦେବ ୧୩୧ ଟେଷ୍ଟରେ ୪୩୪ ଉଇକେଟ ନେବା ସହ ୫,୨୪୮ ରନ୍‌ କରିଥିଲେ। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଏପର୍ଯ୍ୟନ୍ତ ୭୯ ଟେଷ୍ଟରେ ୪୧୩ ଉଇକେଟ ନେଇଥିବା ୩୪ ବର୍ଷୀୟ ଅଶ୍ୱିନ ୨,୬୫୬ ରନ୍‌ କରିଛନ୍ତି। ହରଭଜନ ସିଂଙ୍କ ନାମରେ ମଧ୍ୟ ୨,୨୨୪ ରନ୍‌ ଓ ୪୧୭ ଉଇକେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri