Posted inଖେଳ

ଜାଡେଜାଙ୍କ ସ୍ବତନ୍ତ୍ର ରେକର୍ଡ; ଧୋନୀ-ରାଇନାଙ୍କ କ୍ଲବରେ ସାମିଲ

ମୁମ୍ବାଇ,୯।୪: ଆଇପିଏଲ୍‌ ୨୦୨୨ର ୧୭ତମ ମ୍ୟାଚ୍‌ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଶନିବାର ଖେଳାଯାଉଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଅଧିନାୟକ ରବିନ୍ଦ୍ର ଜାଡେଜା ଏକ ସ୍ବତନ୍ତ୍ର ରେକର୍ଡ ନିଜ ନାମରେ କରିଛନ୍ତି।

ଚେନ୍ନାଇ ବିପକ୍ଷରେ ଜାଡେଜାଙ୍କର ଏହା ୧୫୦ତମ ମ୍ୟାଚ୍‌। ଏଭଳି କରିବାରେ ସେ ତୃତୀୟ ଖେଳାଳି ପାଲଟିଛନ୍ତି। ପୂର୍ବରୁ ମହେନ୍ଦ୍ର ସିଂହ ଧୋନୀ, ସୁରେଶ ରାଇନା ମଧ୍ୟ ତାଲିକାରେ ସାମିଲ ଅଛନ୍ତି। ଧୋନୀ ଏଯାବତ ୨୧୭ ମ୍ୟାଚ୍‌ ଖେଳିଥିବା ବେଳେ ରାଇନା ୨୦୦ ମ୍ୟାଚ୍‌ ଖେଳିଥିଲେ।

ତେବେ ଜାଡେଜା ସିଏସ୍‌କେ ପକ୍ଷରୁ ୧୫୦ ମ୍ୟାଚ୍‌ ଖେଳି ୧୫୨୩ ରନ୍‌ କରିଛନ୍ତି। ଏଥିରେ ସେ ୧୧୦ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆ ପାଇଁ ଖରାପ ଖବର

କୋଲକାତା,୧୭।୨: ସ୍ଥାନୀୟ ଇଡେନ ଗାର୍ଡେନ୍ସଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତ ୬ ଉଇକେଟରେ ବିଜୟ ହାସଲ କରିଛି। କିନ୍ତୁ ଏହି...

ପୁରୁଷ ହକି ବିଶ୍ୱକପ୍‌: ୪-୨ ଗୋଲରେ ଭାରତ ବିଜୟୀ

ଭୁବନେଶ୍ୱର,୧୯।୧: ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଭାରତ...

ଚାଲିଗଲେ ସୌରଭ ଗାଙ୍ଗୁଲିଙ୍କ ପିଲାଦିନର କୋଚ୍‌

କୋଲକାତା, ୩୦।୭: ଭାରତର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ସଭାପତି ଥିବା ସୌରଭ ଗାଙ୍ଗୁଲିଙ୍କ ପିଲା ଦିନର କୋଚ୍‌...

ପ୍ରଥମ ଦିନିକିଆ: କ୍ରମାଗତ ବିଜୟରେ ଅଷ୍ଟ୍ରେଲିଆ ମହିଳା ଦଳର ରେକର୍ଡ

ମାଉଣ୍ଟ ମାଉନଗାନୁଇ, ୫।୪: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ମହିଳା ଦଳ ୬ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ବେ...

ଭାବି ସ୍ତ୍ରୀଙ୍କ ସହ ଏମିତି ଭିଡିଓ ଛାଡିଲେ ଚହଲ, ଦେଖିଲେ ହସି ହସି ଗଡିବେ

ଭାରତୀୟ ସ୍ପିନର୍‌ ସୋସିଆଲ୍‌ ମିଡିଆରେ ସର୍ବଦା ଚର୍ଚ୍ଚାରେ ଥାନ୍ତି। ସାଥୀ ଖେଳାଳିଙ୍କୁ ମଜାଳିଆ କମେଣ୍ଟ ଦେଇ ହେଉ କି ନିଜେ ଟିକ୍‌ଟକ୍‌ରେ ଡ୍ୟାନ୍ସ କରି ପ୍ରଶଂସକଙ୍କ...

ରଣଜୀ ଟ୍ରଫି: ରାଜେଶଙ୍କ ଶତକ ସତ୍ତ୍ୱେ ଓଡ଼ିଶା ୨୯୩ରେ ସୀମିତ

କଟକ ଅଫିସ,୬ା୨-  ମହାରାଷ୍ଟ୍ରର ନାଗୋଥାନେ ସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚର ଦ୍ୱିତୀୟ ଦିବସ ଖେଳ ବୁଧବାର ଶେଷ...

ଭାରତୀୟ କ୍ରିକେଟ ଖେଳାଳିଙ୍କ ନିକ୍‌ ନେମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ସମସ୍ତଙ୍କ ଭଳି କ୍ରିକେଟ୍‌ ଖେଳାଳିଙ୍କ ମଧ୍ୟ ଡାକ ନାମ(ନିକ୍‌ ନେମ୍‌) ରହିଛି। ପଡିଆରେ ଖେଳାଳିମାନେ ଡାକ ନାମରେ ହିଁ କଥାବାର୍ତ୍ତା ହୋଇଥାନ୍ତି। ଜାଣନ୍ତୁ କେଉଁ ଖେଳାଳିଙ୍କ...

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌ : ଗଫିନ୍‌ଙ୍କ ବିପର୍ଯ୍ୟୟ, ନିଶିକୋରୀ, ଇସ୍ନରଙ୍କ ବିଜୟ ଅଭିଯାନ

ପ୍ୟାରିସ୍‌,୨୮ା୯ (ଏପି): ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ କୁହାଯାଉଥିବା ଫ୍ରେଞ୍ଚ୍‌ ଓପନ୍‌ର ମୁଖ୍ୟ ଡ୍ର’ ରବିବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡରେ କେତେଜଣ ସିଡେଡ୍‌ ଖେଳାଳି...

Advertisement
Archives

Model This Week