Posted inଖେଳ

‘ଧୋନୀ ଭାଇ ମୋତେ କହିଦେଇଥିଲେ’

ମୁମ୍ବାଇ,୫।୪: ଆଇପିଏଲ୍‌ ଇତିହାସରେ ପ୍ରଥମ ଥର ଲାଗି ଚେନ୍ନାଇ ସୁପରକିଙ୍ଗ୍ସ ଟୁର୍ନାମେଣ୍ଟର ଲଗାତାର ତିନୋଟି ମ୍ୟାଚ୍‌ରେ ପରାଜିତ ହୋଇଛି। ଫଳରେ ଅଙ୍କ ତାଲିକାରେ ୯ମ ସ୍ଥାନରେ ରହିଛି ଦଳ। ଚଳିତ ସିଜନରେ ରବିନ୍ଦ୍ର ଜାଡେଜା ପ୍ରଥମ ଥର ଲାଗି ଦଳର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ତାଙ୍କ ନେତୃତ୍ୱରେ ଦଳ ପ୍ରଭାବୀ ପ୍ରଦର୍ଶନ କରିବାରେ ବିଫଳ ହୋଇଛି। ଏହାକୁ ନେଇ ଜାଡେଜା ଚାପରେ ଥିବା ନେଇ କୁହାଯାଉଛି। ଏସବୁ ମଧ୍ୟରେ ପଞ୍ଜାବ ବିପକ୍ଷ ମ୍ୟାଚ୍‌ ପରେ ନିଜେ ପ୍ରତିକ୍ରିୟା ରଖି ଜାଡେଜା କହିଛନ୍ତି, ‘ଧୋନୀ ଭାଇ କିଛି ମାସ ପୂର୍ବରୁ ଅଧିନାୟକ ପରିବର୍ତ୍ତନ ହେବା ନେଇ କହିଥିଲେ। ଏଣୁ ମୁଁ ସେଥିଲାଗି ପ୍ରସ୍ତୁତ ହେଉଥିଲି। ମାନସିକସ୍ତରରେ ପ୍ରସ୍ତୁତ ଥିବା କାରଣରୁ ମୋ ଉପରେ କୌଣସି ଚାପ ନ ଥିଲା, ନା ଅଛି। ଆମେ ଭାଗ୍ୟଶାଳୀ ଯେ ଧୋନୀ ଭାଇ ଆମ ସହ ଅଛନ୍ତି। ମୋର ଚିନ୍ତାଧାରାକୁ ନେଇ ମୁଁ ଏବେ କାମ କରୁଛି। ସେହିଭଳି ଭାବେ ଆଗକୁ ବଢ଼ିବାକୁ ଚାହୁଁଛି’ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri