Posted inଖେଳ

୨ ଦିନିକିଆରୁ ବାଦପଡ଼ିଲେ ଜାଡେଜା : ତୃତୀୟ ଉପରେ ରହିଛି ନଜର

ପୋର୍ଟ ଅଫ୍‌ ସ୍ପେନ୍‌,୨୩ା୭: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଦୁଇ ଅନ୍ତର୍ଜାତୀୟ ଦିନିକିଆ ମୁକାବିଲାରୁ ବାଦ୍‌ ପଡିଛନ୍ତି। ଆଣ୍ଠୁରେ ଆଘାତ କାରଣରୁ ପ୍ରଥମ ଦୁଇ ଦିନିକିଆରୁ ଜାଡେଜାଙ୍କୁ ବାଦ୍‌ ଦିଆଯାଇଛି। ପୂର୍ବରୁ ଏହି ସିରିଜରୁ ବରିଷ୍ଠ ଖେଳାଳି ରୋହିତ ଶର୍ମା, ବିରାଟ କୋହଲି, ମହମ୍ମଦ ଶାମି, ଯଶପ୍ରୀତ ବୁମରା ଓ ରିଷଭ ପନ୍ତଙ୍କୁ ବିଶ୍ରାମ ଦିଆଯାଇଥିଲା। ଜାଡେଜାଙ୍କ ଡାହାଣ ଆଣ୍ଠୁରେ ଆଘାତ ଲାଗିଥିବା ବେଳେ ବିସିସିଆଇର ମେଡିକାଲ ଟିମ୍‌ ତାଙ୍କର ପରୀକ୍ଷା କରୁଛି। ତୃତୀୟ ଦିନିକିଆରେ ଜାଡେଜା ଖେଳିପାରିବେ କି ନାହିଁ ମେଡିକାଲ ରିପୋର୍ଟ ପରେ ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହିଦ ଆଫ୍ରିଦିଙ୍କ ଝିଅଙ୍କ ହାତ ଧରିଲେ ଶାହିନ

ଇସଲାମାବାଦ,୩।୨: ପାକିସ୍ତାନ କ୍ରିକେଟ ଟିମ୍‌ର ଦ୍ରୁତ ବୋଲର ଶାହିନ ଆଫ୍ରିଦି ଶୁକ୍ରବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ପୂର୍ବତନ କ୍ରିକେଟର ଶାହିଦ ଆଫ୍ରିଦିଙ୍କ ଝିଅ ଅନ୍‌ଶାଙ୍କ...

ଏମ୍‌ଜିଏମ୍‌ ଓଡ଼ିଶା ମହିଳା ଟି୨୦ ଲିଗ୍‌: ଓଡ଼ିଶା ରେଡ୍‌ର ସହଜ ବିଜୟ

ଭୁବନେଶ୍ୱର,୩୧।୧(ସ୍ପୋର୍ଟ୍ସ ବ୍ୟୁରୋ): ଏଠାରେ ଚାଲିଥିବା ଏମ୍‌ଜିଏମ୍‌ ଓଡ଼ିଶା ମହିଳା ଟି୨୦ ଲିଗ୍‌ରେ ଓଡ଼ିଶା ରେଡ୍‌ ଶନିବାର ୫୯ଟି ବଲ ବାକି ରଖି ୧୦ ଉଇକେଟରେ ଓଡ଼ିଶା...

କରୋନାରେ ଆକ୍ରାନ୍ତ ଜୁଭେଣ୍ଟସ ଡିଫେଣ୍ଡର ରୁଗାନି

ମିଲନ,୧୩।୩(ଏଏଫ୍‌ପି)- ଜୁଭେଣ୍ଟସ ଓ ଇଟାଲି ଡିଫେଣ୍ଡର ଡାନିଏଲ ରୁଗାନି ପ୍ରଥମ ସିରି ଏ’ ଫୁଟବଲର ଭାବେ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଇଟାଲିଆନ ଚାମ୍ପିୟନ କ୍ଲବ...

ଦ୍ରୁତତମ ଅଲରାଉଣ୍ଡର ସାକିବ

ଲଣ୍ଡନ,୩।୬-ବାଂଲାଦେଶ ଅଲରାଉଣ୍ଡର ସାକିବ ଅଲ ହାସନ ଦ୍ରୁତତମ ଅଲରାଉଣ୍ଡର ଭାବେ ଅନ୍ତର୍ଜାତୀୟ ଦିନିକିଆ ଫର୍ମାଟରେ ୫ ହଜାରରୁ ଅଧିକ ରନ୍‌ କରିବା ସହ ୨୫୦ ଉଇକେଟ...

ଭାରତ ଆଜି ବ୍ରାଜିଲକୁ ଭେଟିବ

ଭୁବନେଶ୍ୱର, ୧୭।୧୦(କ୍ରୀଡ଼ା ପ୍ରତିନିଧି): ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଭୁବନେଶ୍ୱର ପର୍ଯ୍ୟାୟ ସୋମବାର ଶେଷ ହେବ। କଳିଙ୍ଗ ଷ୍ଟାଡିୟମରେ ୨ଟି ମ୍ୟାଚ୍‌...

ସ୍ବତନ୍ତ୍ର କ୍ଲବରେ କୋହଲି

ମୁମ୍ବାଇ,୧୩।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବିସ୍ଫୋରକ ୭୦ ରନ୍‌ର ଇନିଂସ ଖେଳି ଏକ ସ୍ବତନ୍ତ୍ର...

ରୋନାଲ୍ଡୋଙ୍କ ପରେ ପୋଗ୍‌ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…

ପ୍ୟାରିସ୍‌,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍‌ ମଧ୍ୟରେ ୨୯,୩୦୦ କୋଟି...

ନୂଆ ଇଂନିସ ଆରମ୍ଭ କରିବେ ସାନିଆ-ଶୋଏବ

ଦୁବାଇ,୧୩।୧୧: ଭାରତର ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଛାଡପତ୍ରକୁ ନେଇ ବେଶ୍‌ ଆଲୋଚନା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ...

Advertisement
Archives

Model This Week