Posted inଖେଳ

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଇଂଲଣ୍ଡ ବିପକ୍ଷ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୧: ଅଷ୍ଟ୍ରେଲିଆ ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ କରିଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଗାମୀ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡିଛନ୍ତି। ସିଡନୀ ଟେଷ୍ଟ ଖେଳୁଥିବା ସମୟରେ ତାଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିବାରୁ ଅଷ୍ଟ୍ରେଲିଆରେ ତାଙ୍କର ସର୍ଜରି କରାଯାଇଥିଲା। ଏବେ ତାଙ୍କୁ ସୁସ୍ଥ ହେବାକୁ ୬ ସପ୍ତାହ ଲାଗିବ। ତେଣୁ ତାଙ୍କୁ ଇଂଲଣ୍ଡ ସିରିଜ୍‌ରୁ ବାଦ୍‌ ଦିଆଯାଇଛି। ସୂଚନାଯୋଗ୍ୟ, ଭାରତ ଇଂଲଣ୍ଡ ବିପକ୍ଷରେ ୪ଟି ଟେଷ୍ଟ, ୫ଟି ଟି-୨୦ ଏବଂ ୩ଟି ଏକଦିବସୀୟ ମ୍ୟାଚ୍‌ ଖେଳିବ। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଫେବୃୟାରୀ ୫ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ହିନ୍ଦୁ-ମୁସ୍‌ଲିମ୍‌ ଛାଡ଼ି ମଣିଷ ହେବାର ସମୟ ଆସିଯାଇଛି’

ଲାହୋର,୨୩।୩- କରୋନା ଭାଇରସ୍‌ ଧୀରେ ଧୀରେ ପୂରା ବିଶ୍ୱକୁ ଗ୍ରାସ କରିଚାଲିଛି। ଏପର୍ଯ୍ୟନ୍ତ ୧୯୨ ଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏଭଳି ସ୍ଥିତିରେ ହିନ୍ଦୁ-ମୁସ୍‌ଲିମ୍‌...

ବିଜୟ ଶଙ୍କରଙ୍କ ସ୍ଥାନରେ ଭାରତୀୟ ଦଳରେ ମୟଙ୍କ

ବର୍ମିଂହାମ, ୧।୭(ପି.ଟି.)- ଆଘାତଜନିତ ସମସ୍ୟା ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ପିଛା ଛାଡ଼ୁନାହିଁ। ସଦ୍ୟତମ ଖେଳାଳିଭାବେ ଅଲ୍‌ରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ବିଶ୍ୱକପ୍‌ର ବଳକା...

ଆଉ ୯ ଦିନ ବାରବାଟୀ ମ୍ୟାଚ: ପିଚ୍‌ ପ୍ରସ୍ତୁତ, ଆଉଟ୍‌ଫିଲ୍ଡ କାମ ଆରମ୍ଭ

କଟକ ଅଫିସ,୧୩ା୧୨-ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ନିମନ୍ତେ ବାରବାଟୀ ଷ୍ଟାଡିୟମରେ ପ୍ରସ୍ତୁତି ଜୋରଦାର ଚାଲିଛି। ଷ୍ଟାଡିୟମକୁ ରଙ୍ଗୀନ କରାଯିବା ସହ ଗ୍ୟାଲେରିର ସିଟ୍‌ ନମ୍ବର...

କୋଭିଡ୍‌-୧୯: ୨୦୨୦ ହିରୋ ଇଣ୍ଡିଆନ ଓପନ୍‌ ଗଲ୍ଫ ଟୁର୍ନାମେଣ୍ଟ ବାତିଲ

ନୂଆଦିଲ୍ଲୀ,୩।୭(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉଏକ ମେଗା ଇଭେଣ୍ଟ ବାତିଲ ହୋଇଛି। ଶୁକ୍ରବାର ହିରୋ ଇଣ୍ଡିଆନ୍‌ ଗଲ୍ଫ ଟୁର୍ନାମେଣ୍ଟର ୨୦୨୦ ସଂସ୍କରଣକୁ ବାତିଲ କରାଯାଇଛି ଭାରତୀୟ...

ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ...

ଆଇପିଏଲ୍‌-୧୩ : ଉଦ୍‌ଘାଟନୀ ମ୍ୟାଚ୍‌ରେ ଧୋନୀଙ୍କ ସୁପର୍‌ କିଙ୍ଗ୍ସକୁ ଭେଟିବ ଏହି ଟିମ୍‌

ନୂଆଦିଲ୍ଲୀ, ୬।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ...

ବାପୁ ନାଦକର୍ଣ୍ଣୀଙ୍କ ବିରଳ କ୍ରିକେଟ୍‌ ରେକର୍ଡ…

ଚେନ୍ନାଇ,୧୨।୧: ଟେଷ୍ଟ୍‌ କ୍ରିକେଟରେ ଜଣେ କଞ୍ଜୁସ୍‌ ବୋଲର ଭାବେ ଭାରତୀୟ କ୍ରିକେଟର ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୭ ବର୍ଷ ତଳେ ନାଦକର୍ଣ୍ଣୀ ଏକ...

ଆତଙ୍କବାଦ ପ୍ରଭାବିତ ଅଞ୍ଚଳରେ ଟ୍ରେନିଂ ଆରମ୍ଭ କଲେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ...

Advertisement

BGU

Archives

Model This Week

Why Dharitri