Posted inଖେଳ

ରାଇନାଙ୍କ ବିବାଦୀୟ ବୟାନ ପରେ ଏବେ ରବିନ୍ଦ୍ର ଜାଡେଜା କହିଲେ ‘ରାଜପୁତବୟ ଫର୍‌ଏଭର୍‌’; ଲୋକେ ଦେଉଛନ୍ତି…

ନୂଆଦିଲ୍ଲୀ,୨୩।୭: ନିକଟରେ ଭାରତୀୟ ପୂର୍ବ କ୍ରିକେଟର ତଥା ସିଏସ୍‌କେର ଅଭିଜ୍ଞ ଖେଳାଳି ସୁରେଶ ରାଇନା ବ୍ରାହ୍ମଣ ହୋଇଥିବା ନେଇ ବୟାନ ଦେଇ ବିବାଦରେ ଫସିଥିଲେ। ଏବେ ତାହା ଥମି ନ ଥିବା ବେଳେ ଭାରତର ଷ୍ଟାର ଅଲ୍‌ରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜର ଏକ ଟୁଇଟର ପୋଷ୍ଟରେ ‘ରାଜପୁତବୟ ଫର୍‌ଏଭର’ ବୋଲି ଲେଖିଥିଲେ। ଏହାକୁ ନେଇ ପୁଣିଥରେ ବିବାଦ ଦେଖାଦେଇଛି।

ଜାଡେଜାଙ୍କ ଟୁଇଟ୍‌ ପରେ ଲୋକେ ରାଜପୁତ ହେବାକୁ ନେଇ ସମର୍ଥନ କରୁଥିବା ବେଳେ କିଛି ଲୋକ ଜାଡେଜାଙ୍କ ଉପରେ ଅସନ୍ତୁଷ୍ଟ ନଜର ଆସିଛନ୍ତି। ଜଣେ ବ୍ୟବହାରକାରୀ ଲେଖିଛନ୍ତି, ସାର୍‌ ଆପଣ ସମସ୍ତଙ୍କ ପାଇଁ ପ୍ରେରଣା। ଆପଣଙ୍କଠାରୁ ଏଭଳି ବୟାନ ଆଶା କରାଯାଉନାହିଁ। ସେହିଭଳି ଅନ୍ୟଜଣେ ଲେଖିଛନ୍ତି, ସାର୍‌ ନିଜ ଜାତିକୁ ନେଇ ଗର୍ବ କରିବା ଠିକ୍‌। ହେଲେ ରାଷ୍ଟ୍ର ଉପରେ କୌଣସି ଜାତି ନୁହେଁ। ତେବେ ଜାଡେଜାଙ୍କ ବୟାନ ପରେ ସୋସିଆଲ ମିଡିଆରେ #RajputBoy ଟ୍ରେଣ୍ଡ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଜେଣ୍ଟିନାକୁ ହରାଇଲା ସୌଦି ଆରବ…

ଦୋହା,୨୨।୧୧ : ସୌଦି ଆରବ ବିପକ୍ଷ ମ୍ୟାଚରେ ଲିଓନେଲ ମେସି ଏକ ବଡ଼ ରେକର୍ଡ କରିଛନ୍ତି। ଆର୍ଜେଣ୍ଟିନାର ଲିଓନେଲ ମେସି ୪ଟି ଭିନ୍ନ ବିଶ୍ୱକପରେ ସ୍କୋର...

ବିବାଦରେ ଅରେଞ୍ଜ ଜର୍ସି

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜୁନ ୩୦ରେ ଖେଳାଯିବାକୁ ଥିବା ଏକ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ତେବେ ଏହି...

ଏମିତି ଛକା ମାରିଲେ କ୍ରିକେଟର୍‌, ନିଜର ହେଲା କ୍ଷତି

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ଛକା ମାରିଲେ ବଲ ସୀମା ବାହାରେ ବସିଥିବା ଜଣେ ବ୍ୟକ୍ତିଙ୍କ ଉପରେ ପଡିବା ନୂଆକଥା ନୁହେଁ। କ୍ରିକେଟରେ ଏପରି ଅନେକ ଉଦାହରଣ...

ହସ୍ପିଟାଲରେ ଭର୍ତ୍ତି ହେଲେ ତେନ୍ଦୁଲକର

ମୁମ୍ବାଇ, ୩ା୪(ପି.ଟି.): କରୋନା ସଂକ୍ରମିତ ହୋଇଥିବା ଭାରତର ପୂର୍ବତନ ଅଧିନାୟକ ତଥା ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକର ଶୁକ୍ରବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୪୭ ବର୍ଷୀୟ...

ତୃତୀୟ ସନ୍ତାନର ପିତା ହେବେ ଓ୍ବାର୍ନର

ଲଣ୍ଡନ,୨୮।୬(ପିଟି)-ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ଓ୍ବାର୍ନର ଓ ତାଙ୍କ ପତ୍ନୀ କ୍ୟାଣ୍ଡିସ ତୃତୀୟ ସନ୍ତାନର ପିତାମାତା ହେବାକୁ ଯାଉଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଓ୍ବାନର ବର୍ତ୍ତମାନ ଦୁଇ ଝିଅଙ୍କ...

ଅଲିମ୍ପିକ୍ସ ୨୦୩୨ ପାଇଁ କାତାର ଆଗ୍ରହୀ

ଦୋହା, ୨୮ା୭ (ଏପି)-ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସ ୨୦୩୨ର ଆୟୋଜନ ପାଇଁ କାତାର ଆଗ୍ରହ ପ୍ରକାଶ କରିଛି। ପ୍ରାକୃତିକ ଗ୍ୟାସ୍‌ରେ ସମୃଦ୍ଧ ପର୍ସିଆ ଉପସାଗର ଅନ୍ତର୍ଗତ...

ନମ୍ବର ୧ ହେଲା ଭାରତ

ଅହମଦାବାଦ,୨୬।୨: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟ ମ୍ୟାଚରେ ଇଂଲଣ୍ଡକୁ ୧୦ ଉଇକେଟରେ ହରାଇ ଚାରିମ୍ୟାଚ...

ଓସିଏ: ଚୟନକର୍ତ୍ତା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୨୭ା୫ : ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ଚୟନକର୍ତ୍ତା ନିଯୁକ୍ତି ପ୍ରକ୍ରିୟା ପୁନର୍ବାର ଆରମ୍ଭ ହୋଇଛି। କରୋନା କଟକଣା ନିମନ୍ତେ ଏହି ପ୍ରକ୍ରିୟାକୁ ସାମୟିକ...

Advertisement
Archives

Model This Week