Posted inଖେଳ

ସର୍ଜରୀ ପରେ ପ୍ରଶଂସକଙ୍କୁ ଏଭଳି ବାର୍ତ୍ତା ଦେଲେ ଏହି ଭାରତୀୟ ଅଲ୍‌ରାଉଣ୍ଡର

ସିଡନୀ,୧୨।୧: ଭାରତୀୟ କ୍ରିକେଟ ଟିମ୍‌ର ଅଲ୍‌ରାଉଣ୍ଡର ରବିନ୍ଦ୍ର ଜାଡେଜା ଆହତ ହେବା ପରେ ଚତୁର୍ଥ ଟେଷ୍ଟରୁ ବାହାର ହୋଇଛନ୍ତି। ଅଷ୍ଟ୍ରେଲିଆରେ ସେ ନିଜ ଆଙ୍ଗୁଠିର ସର୍ଜରୀ କରାଇଛନ୍ତି। ଏହାପରେ ସେ ନିଜର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକଙ୍କୁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। କିଛି ସମୟ ପାଇଁ କାମରୁ ଦୂରରେ ରହିବି। ହେଲେ ସର୍ଜରୀ ଶେଷ ହୋଇଛି। ଶୀଘ୍ର ଦମଦାର ଭାବେ ଫେରିବି ବୋଲି ଜାଡେଜା ଟୁଇଟ୍‌ କରି କହିଛନ୍ତି।

ପ୍ରକାଶ ଯେ, ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ଜାଡେଜା ଭଲ ପ୍ରଦର୍ଶନ କରିଥିଲେ। ପ୍ରଥମ ପାଳିରେ ୪ ଉଇକେଟ ନେଇଥିବା ବେଳେ ବ୍ୟାଟିଂ ବେଳେ ଆହତ ସତ୍ତ୍ୱେ ୨୮ ରନ୍‌ କରିଥିଲେ। ଏହାଛଡ଼ା ସ୍ଟିଭ୍‌ ସ୍ମିଥ୍‌ଙ୍କୁ ରନ୍‌ଆଉଟ୍‌ କରିବାକୁ ନେଇ ତାଙ୍କର ପ୍ରଶଂସା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌; ପଢ଼ାଇଲେ ଅସଲ କ୍ରିକେଟ ପାଠ…

ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ...

ରୋହିତ ଶର୍ମାଙ୍କୁ ନେଇ ଚକିତ କଲା ଭଳି କଥା କହିଲେ କୋହଲି

ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ରୋହିତ ଶର୍ମା ପ୍ରସଙ୍ଗରେ ନିଜ ମତ ରଖିଛନ୍ତି। ୟକୋହଲି କହିଛନ୍ତି ଯେ...

ବିବାହ ପରେ ସ୍କୁଟିରେ ଗଲେ କ୍ରିକେଟର

ବାଙ୍ଗାଲୋର,୯।୧୨- ଚଳିତ ବିବାହ ସିଜନରେ ଗୋଟିଏ ପରେ ଗୋଟିଏ କ୍ରିକେଟର ବିବାହ କରୁଛନ୍ତି। ନିକଟରେ ମନୀଷ ପାଣ୍ଡେ ଟଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଥିଲେ। ଏବେ ବିବାହ...

ଏହି ଖେଳାଳିଙ୍କୁ ଭାରତୀୟ ଦିନିକିଆ ଦଳକୁ ଫେରାଇ ଆଣିବା ପାଇଁ କହିଲେ ପ୍ରାକ୍ତନ କ୍ରିକେଟର

ନୂଆଦିଲ୍ଲୀ,୧।୩ : ଆଗାମୀ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଭାରତୀୟ ଦଳରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଚୟନ କରିବା ଉଚିତ। କାରଣ ଉଇକେଟ ନେବାର ଦକ୍ଷତା...

ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ ୧୭ରେ

ନୂଆଦିଲ୍ଲୀ, ୧୦ା୧୦ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନ୍‌ସିଲ ବୈଠକ ଅକ୍ଟୋବର ୧୭ରେ ହେବ। ଏହା ଅନ୍‌ଲାଇନ୍‌ରେ ହେବ। କୋଭିଡ୍‌ର ବର୍ତ୍ତମାନ...

୧୨ ଲକ୍ଷ ଟଙ୍କା ଜରିମାନା ଦେବେ ଏହି ଦଳର ଅଧିନାୟକ

ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣରଙ୍କ ଦଳ ସନରାଇଜର୍ସ ହାଇଦ୍ରାବାଦ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବରୁ ଦୁଇଟି ମ୍ୟାଚ ଜିତିଥିଲା। ପରାଜୟ...

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ...

ମୁଖ୍ୟମନ୍ତ୍ରୀଙ୍କୁ ଏଫ୍‌ଆଇଏଚ୍‌ ପ୍ରେସିଡେଣ୍ଟ୍ସ ଆୱାର୍ଡ

ଭୁବନେଶ୍ୱର, ୩।୧୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀର ଦ୍ରୁତ ବିକାଶ ଘଟିଛି। ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଗତ କିଛିବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ବହୁ...

Advertisement
Archives

Model This Week