Advertisement
Posted inଜାତୀୟ

ଜରୁରୀକାଳୀନ ଅବତରଣ କଲା ରବିଶଙ୍କରଙ୍କ ବିମାନ…

ଚେନ୍ନାଇ,୨୫।୧ : ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବି ଶଙ୍କରଙ୍କର ବିମାନ ତାମିଲନାଡୁର ଏରୋଡରେ ଜରୁରୀକାଳୀନ ଅବତରଣ କରିଛି। ସୂଚନାନୁସାରେ, ଖରାପ ପାଣିପାଗ କାରଣରୁ ତାଙ୍କ ଚପର ଜରୁରୀକାଳୀନ ଅବତରଣ କରିଛି। ରବି ଶଙ୍କରଙ୍କ ବ୍ୟତୀତ ଅନ୍ୟ ଚାରି ଜଣ ମଧ୍ୟ ଚପରରେ ଯାତ୍ରା କରୁଥିଲେ। ସମସ୍ତେ ସୁରକ୍ଷିତ ଥିବା ଅଧିକାରୀ କହିଛନ୍ତି।

୫୦ ମିନିଟ ରହିବା ପରେ ଚପରଟି ପୁଣି ଗନ୍ତବ୍ୟ ପଥରେ ଯାତ୍ରା ଆରମ୍ଭ କରିଥିଲା । ତେବେ କାହିଁକି ଏହା ଜରୁରୀକାଳୀନ ଅବତରଣ କରିଥିଲା ସେ ନେଇ କିଛି ସୂଚନା ପ୍ରଦାନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ ଚନ୍ନୀ: ଖେଳି ପାରନ୍ତି ଲମ୍ବା ଇନିଂସ୍‌

ଚଣ୍ଡିଗଡ଼,୨୫ ।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ । ସେ ରାଜନୀତି ବିଜ୍ଞାନରେ ଏମ୍‌ଏ କରିଥିବା ବେଳେ...

ୟୁପି ବୋର୍ଡ ଟପ୍ପର: ରିୟା-ଅନୁରାଗ

ଲକ୍ଷ୍ନୌ, ୨୭।୬: ୟୁପି ବୋର୍ଡର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଦଶମ ବୋର୍ଡ ପରୀକ୍ଷାରେ ବାଗପତର ରିୟା ଜୈନ୍‌...

ପ୍ରତି ମାସରେ ୨୬% ହାରରେ କମୁଛି ନିଯୁକ୍ତି

ନୂଆଦିଲ୍ଲୀ,୨୪-୪: ବିଗତ କିଛି ମାସ ହେବା ଦେଶରେ ଧିମା ହୋଇଛି ନିଯୁକ୍ତି। କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫଓ)ର ସଦ୍ୟତମ ପରିସଂଖ୍ୟାନକୁ ଅନୁଧ୍ୟାନ କଲେ ଏହା ଜଣାପଡୁଛି। ଗତବର୍ଷ...

ଦିଲ୍ଲୀ ଦଙ୍ଗା ସମୟରେ ଶାହା ଥିଲେ କେଉଁଠି: ଅଧିର ରଞ୍ଜନ

ନୂଆଦିଲ୍ଲୀ,୧୧।୩: ଦିଲ୍ଲୀରେ ଦଙ୍ଗା ଜାରି ରହିଥିବା ସମୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କେଉଁଠି ଥିଲେ ବୋଲି ଲୋକ ସଭାରେ କଂଗ୍ରେସ ସଦସ୍ୟ ଅଧିର ରଞ୍ଜନ ଚୌଧୁରୀ...

ସାତ ଦିନରେ ୧୫ ରାଜ୍ୟକୁ ବ୍ୟାପିଲାଣି କରୋନା

ନୂଆଦିଲ୍ଲୀ,୧୪ ।୬: ଗୋଟିଏ ପଟେ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଉଥିବା ବେଳେ ଅନ୍ୟପଟେ କରୋନାର ଦ୍ରୁତ ସଂକ୍ରମଣକୁ ନେଇ ପୁଣିଥରେ...

ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ପୁଣି ମୁହାଁମୁହିଁ, ଫେରାଇଲେ ୪୭ ଫାଇଲ…

ନୂଆଦିଲ୍ଲୀ, ୨୭।୮ : ଦିଲ୍ଲୀର ଊପରାଜ୍ୟପାଳ ବିନୟ କୁମାର ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। ଉପରାଜ୍ୟପାଳ ସରକାରଙ୍କର ୪୭...

ସ୍ତନ୍ୟପାନ କରାଇପାରିବେ ସଂକ୍ରମିତ ମହିଳା

ନୂଆଦିଲ୍ଲୀ, ୨୭।୭: କୋଭିଡ୍‌ ପଜିଟିଭ୍‌ ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମହିଳାମାନଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ସାନି ଆଡଭାଇଜରି ଜାରି କରିଛନ୍ତି। କରୋନା...

କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହେଲେ, ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌...

Advertisement
Archives

Model This Week