ବେକରି ଫ୍ୟାକ୍ଟ୍ରିକୁ ଯାଉଥିଲା ପଚା ଅଣ୍ଡା: ରାସ୍ତାରେ ଜବତ କଲା ସିଏମ୍‌ସି

କଟକ ଅଫିସ,୬।୧୦: କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଅଟୋରେ ଯାଉଥିବା ୧୦ ପେଟି ପଚା ଅଣ୍ଡା ଜବତ କରିଛି। ଏହି ଅଣ୍ଡାକୁ ପାଉଁରୁଟି, କେକ ତିଆରି ପାଇ ଏକ ବେକରି ଫ୍ୟାକ୍ଟ୍ରିକୁ ନିଆଯାଉଥିବା ଜଣାପଡ଼ିଛି। ଯେଉଁ ଗାଡ଼ିରେ ଏହା ନିଆଯାଉଥିଲା ଉକ୍ତଗାଡ଼ିକୁ ସିଏମ୍‌ସି ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।
ସକାଳେ ଆଠଗଡ଼ ବାଳି ଅଞ୍ଚଳରୁ ଏକ ଅଟୋ ଯୋଗେ ୧୦ ପେଟି ପଚାଅଣ୍ଡା ସାଆନ୍ତ ସାହିରେ ଥିବା ଏକ ବେକେରି ଫ୍ୟାକ୍ଟ୍ରିକୁ ଚାଲାଣ କରାଯାଉଥିବା ସିଏମ୍ସି ଖବର ପାଇଥିଲା। ଏହି ସମୟରେ ପୂର୍ବରୁ ରହିଥିବା ସିଏମ୍‌ସି ଟିମ କଟକରେ ଅଣ୍ଡା ଗାଡ଼ିକୁ ଅଟକାଇଥିଲା। ଗାଡ଼ି ଯାଞ୍ଚ ବେଳେ ସେଥିରୁ ପଚା ଅଣ୍ଡା ବାହାରିଥିଲା। କିଛି ଅଣ୍ଡାରୁ ମଧ୍ୟ କୁକୁଡ଼ା ଛୁଆ ବାହାରିଥିବା ଦେଖିବାକୁ ମିଳିଥିଲା। ଗାଡ଼ିରେ ୧୦ପେଟିରେ ୨୪୦୦ ପଚା ଅଣ୍ଡା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଫୁଲବାଣୀ ଅଫିସ,୧୦ା୮-କୁଇ ସମାଜ ସେବା ସମିତି ପକ୍ଷରୁ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ରାଲି ମାଦିକୁନ୍ଦା ଛକରୁ ବାହାରିଥିଲା।...

ଘର ଆଗରେ ବୋମାମାଡ଼,କାର ନଷ୍ଟ

ନିଶ୍ଚିନ୍ତକୋଇଲି,୧୭।୧୧: (ସ୍ବ.ପ୍ର): କଟକ ଜିଲା ସାଲେପୁର ଥାନା ଅଧିନସ୍ଥ ରାମକୃଷ୍ଣପୁର ପଞ୍ଚାୟତ ପଟପରୀ ଗ୍ରାମରେ ବୋମାମାଡ ହୋଇଛି। ବୁଧବାର ଭୋରୁ ଅଶୋକ ସାମଲଙ୍କ ଘରେ ବୋମାମାଡ...

ଘର କରୁନାହାନ୍ତି ହିତାଧିକାରୀ, ପ୍ରତିବାଦରେ ପ୍ରଶାସନର ଧାରଣା

ପାଲଲହଡ଼ା, ୬ା୨(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ସହ ଟଙ୍କା ପାଇଥିବା ହିତାଧିକାରୀମାନେ ଗୃହ ନିର୍ମାଣ କରୁ ନ ଥିବାରୁ ସେମାନଙ୍କ ଘର ଆଗରେ ପାଲଲହଡ଼ା...

ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୧।୧୦: ମମିତା ମେହେର ଅପହରଣ ଓ ହତ୍ୟା ପ୍ରତିବାଦରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ...

ପୋଷ୍ଟମ୍ୟାନ୍‌ ସାଜିଛନ୍ତି ପୁଅ

ଢେଙ୍କାନାଳ ଅଫିସ୍‌, ୨୫।୯:  ‘ବାପ ଥିଲା ପୁଅ ସଭାରେ ହାରେନା’। ଓଡ଼ିଆ ଘରେ ପ୍ରଚଳିତ ଏହି ଆପ୍ତବାକ୍ୟ ହିଁ ଜନ୍ମଦାତାଙ୍କ ଗୁରୁତ୍ୱ ବଖାଣିବାକୁ ଯଥେଷ୍ଟ। ହେଲେ...

ପୋଲ ଉପରେ ପାଞ୍ଚ ଫୁଟର ବନ୍ୟା ଜଳ : ୫ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ତେଲକୋଇ,(ସ୍ବ.ପ୍ର.): ତେଲକୋଇ ବ୍ଲକରେ ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବିଭିନ୍ନ ନଦୀ ଏବଂ ନାଳରେ ବନ୍ୟା ଜଳ ପୋଲ ଉପରେ ପ୍ରବାହିତ...

ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ:ଡିଜି

କଟକ ଅଫିସ୍‌,୯ା୪: କରୋନା ମୁକାବିଲା ଦିଗରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ଆଗ ଧାଡ଼ିର ଯୋଦ୍ଧା। ହେଲେ ସେମାନଙ୍କ ଉପରେ ହେଉଥିବା ଆକ୍ରମଣ ଏବଂ ଅଶୋଭନୀୟ...

ଜବରଦଖଲକାରୀଙ୍କ କବ୍‌ଜାରେ ଗୋବରୀ ନଦୀ

ପଟ୍ଟାମୁଣ୍ଡାଇ,୨ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଦେଇ ପ୍ରବାହିତ ହେଉଥିବା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡିଛି। ଏହି ନଦୀ ୬୦ ଦଶନ୍ଧି ପୂର୍ବରୁ ଚିରସ୍ରୋତା ବ୍ରାହ୍ମଣୀ ନଦୀରୁ...

Advertisement
Archives

Model This Week