କଞ୍ଚା ଆମ୍ବ ସୁପ୍‌

ଆବଶ୍ୟକ ସାମଗ୍ରୀ: ଏକ କେଜି. କଞ୍ଚା ଆମ୍ବ, ଛୋଟ କଟା ଅଦା ୩ ବଡ ଚାମଚ, ଶୁଣ୍ଠି ପାଉଡର ୧ ଚାମଚ, ପୁଦିନା ପତ୍ର ୪ ବଡ ଚାମଚ, ଚିନି ୨-୩ ବଡ ଚାମଚ, ଗୋଲମରିଚ ଗୁଣ୍ଡ, ଜିରା ଗୁଣ୍ଡ ଅଧା ଛୋଟ ଚାମଚ, କଳା ଲୁଣ ଅଧା ଛୋଟ ଚାମଚ, ଗୁଜୁରାତି ଗୁଣ୍ଡ ଅଧା ଛୋଟ ଚାମଚ, ଲୁଣ।
ପ୍ରସ୍ତୁତି ପ୍ରଣାଳୀ: ଆମ୍ବ ଚୋପା ଛଡାଇ ଏହାକୁ ଛୋଟ ଛୋଟ କାଟି ଦିଅନ୍ତୁ। ଏହାକୁ ପାଣିରେ ଅଦା ପକାଇ ସିଝାନ୍ତୁ। ସିଝିବା ପରେ ଏହାକୁ କାଢି ଗ୍ରାଇଣ୍ଡ କରି ଦିଅନ୍ତୁ। ମନେ ରଖନ୍ତୁ ଯେପରି ଏହା ଅଧିକ ବହଳିଆ କିମ୍ବା ପାଣିଆ ନ ହୁଏ। ସେଥିରେ ଚିନି, କଳାଲୁଣ, ଗୁଜୁରାତି ଗୁଣ୍ଡ, ଜିରା ଗୁଣ୍ଡ, ଗୋଲମରିଚ ଗୁଣ୍ଡ, ସ୍ବାଦଅନୁସାରେ ଲୁଣ ଏବଂ ପୁଦିନା ପତ୍ର ପକାଇ ଗୋଳାନ୍ତୁ। ଏହାକୁ କିଛି ସମୟ ଫ୍ରିଜ୍‌ରେ ରଖନ୍ତୁ। ଥଣ୍ଡା ହେବା ପରେ ପରିବାର ଲୋକଙ୍କୁ ଏହି ଟେଷ୍ଟି ମ୍ୟାଙ୍ଗୋ ସୁପ୍‌ ପିଇବାକୁ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବରଫ ସ୍ଖଳନ

କୌଣସି ତିଖ ପାହାଡ଼ର ପାର୍ଶ୍ୱରୁ ବରଫର ଏକ ବିଶାଳ ଖଣ୍ଡ ଖସି ତଳକୁ ଦ୍ରୁତ ଗତି କରିବା ଆରମ୍ଭ କଲେ ଏହାକୁ ବରଫ ସ୍ଖଳନ (Avalanche)...

କାକର ଉପରେ ଚାଲିଲେ ମିଳିବ ଏସବୁ ସୁଫଳ…

କେତେକଙ୍କର ପାଦ ଶୀତଦିନେ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ମଧ୍ୟ ଏହାର...

ଏସବୁ କରିବାରେ ସଙ୍କୋଚ ଅନୁଭବ କରୁଛନ୍ତି କି? ହୋଇଯିବେ ବରବାଦ; ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିକୁ ଆଜିବି ଲୋକେ ଆପଣାଇଥାନ୍ତି। ଏହାକୁ ଅନୁସରଣ କରି ଜୀବନକୁ ସହଜ ଏବଂ ସରଳ କରିହେବ। ଯଦିଓ ନୀତିଗୁଡ଼ିକୁ ଆପଣାଇବା କଷ୍ଟକର, ହେଲେ...

ଶୀତଦିନେ କମଳା ବେଶ୍‌ ସ୍ବାସ୍ଥ୍ୟପ୍ରଦ

ଶୀତଦିନେ ସ୍ବାସ୍ଥ୍ୟ ପାଇଁ କମଳା ବେଶ୍‌ ଲାଭଦାୟକ ହୋଇଥାଏ। କାରଣ ଏଥିରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ-ସି ରହିଥାଏ। ଏହା ଖାଇବା ପାଇଁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ...

ପାରାଲିସିସ୍‌ର କେତେକ କାରଣ…

ବେଳେବେଳେ କେତେକଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ କିଛି କ୍ଷଣ ପାଇଁ ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ଚିକିତ୍ସକମାନେ ଅସ୍ଥାୟୀ ପାରାଲିସିସ୍‌ କହିଥାନ୍ତି। ମସ୍ତିଷ୍କର...

କଲରାର ଉପକାରୀ ଗୁଣ

କଲରା ପାଟିକୁ ପିତା ଲାଗୁଥିଲେ ବି ଏହା ଶରୀର ପାଇଁ ଖୁବ୍ ଉପକାରୀ । ଏଥିରେ ପ୍ରୋଟିନ, କ୍ୟାଲସିୟମ, କାବ୍ରୋହାଇଡ୍ରେଟ୍ସ, ଫସଫରସ୍ ଓ ଭିଟାମିନ୍ ମିଳିଥାଏ...

ଗର୍ଭବତୀ ମହିଳାଙ୍କ ପାଇଁ ଉପକାରୀ ବ୍ରୋକୋଲି

ବ୍ରୋକୋଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ଏମ, ସି ଏବଂ ଅନେକ ପୋଷକ ତତ୍ତ୍ୱ ରହିଥାଏ।...

ମହିଳାଙ୍କ ଏହି ୫ ଅଭ୍ୟାସ ଯୋଗୁ ନଷ୍ଟ ହୁଏ ଘର,ଜାଣନ୍ତୁ ଏଭଳି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟଙ୍କୁ ଶ୍ରେଷ୍ଠ ବିଦ୍ୱାନ ଭାବେ ଗଣାଯାଏ। ସେ ବିପରିତ ପରିସ୍ଥିତିରେ ମଧ୍ୟ ନିଜର ଲକ୍ଷ୍ୟକୁ ହାସଲ କରିଥିଲେ। ରାଜନୀତିଠାରୁ ଆରମ୍ଭ କରି କୁଟନୀତି ପର୍ଯ୍ୟନ୍ତ ସବୁଥିରେ...

Advertisement

BGU

Archives

Model This Week

Why Dharitri