ପଞ୍ଚାୟତିରାଜ ସଦସ୍ୟ-ବ୍ଲକ ଅଧ୍ୟକ୍ଷାଙ୍କୁ ପ୍ରଶାସନିକ ଅବହେଳା, ବ୍ଲକ୍ କାର୍ଯ୍ୟାଳୟ ଘେରାଉ କଲେ….

ରାୟଗଡ଼ା,୨୨/୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକରେ ଉନ୍ନୟନ ମୂଳକ କାର୍ଯ୍ୟରେ ନିର୍ବାଚିତ ପିଆରଆଇ ପ୍ରତିନିଧିଙ୍କୁ ଅଣଦେଖା ନେଇ ବ୍ଲକ୍ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଗୁରୁବାର ୨ ଟା ବେଳେ ବ୍ଲକ ବିଡ଼ିଓ ସୁଜିତ୍ କୁମାର ମିଶ୍ରଙ୍କୁ ଘେରିଲେ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟ ସମସ୍ତ ନିର୍ବାଚିତ ପ୍ରତିନିଧି ।

ବ୍ଲକ ଅଧ୍ୟକ୍ଷା ଟୁନି ହୂଇକା, ଉପାଧ୍ୟକ୍ଷ ହର ପ୍ରସାଦ ହେପୃକା ଓ ଅନ୍ୟମାନେ ବିଡ଼ିଓଙ୍କ ସହିତ ଆଲୋଚନା କରିଥିଲେ। ନିର୍ବାଚିତ ପ୍ରତିନିଧିଙ୍କ ଅଗୋଚରରେ ଭାଜପା ନେତାଙ୍କୁ ସୁହାଇଲା ଭଳି ବିଡ଼ିଓ ଠିକାଦାରଙ୍କ ନାଁ ସୁପାରିସ କରୁଛନ୍ତି ବୋଲି ଅଭିଯୋଗ ହୋଇଛି । ଅନ୍ୟପଟେ ବିଡ଼ିଓ ସୁଜିତ ମିଶ୍ର ଏନେଇ ଉପରିସ୍ଥ ଅଧିକାରୀଙ୍କ ସହିତ ଆଲୋଚନା କରିବେ ଏବଂ ତାଙ୍କ ବିରୁଦ୍ଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?