ରାୟଗଡ଼ା ଡେପୁଟି କଲେକ୍ଟର ନିଲମ୍ବିତ

ରାୟଗଡ଼ା ଅଫିସ,୧୯ା୮: କାର୍ଯ୍ୟରେ ଅବହେଳା ପାଇଁ ରାୟଗଡ଼ା ଡେପୁଟି କଲେକ୍ଟର ପୂର୍ଣ୍ଣ ଚନ୍ଦ୍ର ଜେନାଙ୍କୁ ରାଜ୍ୟ ସରକାର ନିଲମ୍ବିତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମୟରେ ସେ ରାୟଗଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରେ ରହିବେ। ଜିଲାପାଳଙ୍କ ଅନୁମତି ବିନା ମୁଖ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ତାଙ୍କ ବିରୋଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣ ପ୍ରଶାସନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଜେନାଙ୍କୁ କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ୍‌ରେ ଓଏସ୍‌ଡି(ଅଫିସର୍‌ ଅନ୍‌ ସ୍ପେଶାଲ ଡ୍ୟୁଟି)ଭାବେ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri