ରାୟଗଡ଼ାକୁ ୩ ସ୍ବର୍ଣ୍ଣ, ୧ ରୌପ୍ୟ

ରାୟଗଡା ଅଫିସ,୩୦ା୫: ପଶ୍ଚିମବଙ୍ଗର ହାୱଡାଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ରାୟଗଡ଼ାର ଶହୀଦ ଲକ୍ଷ୍ମଣ ନାୟକ ଜିମ୍‌ର ଲିପ୍‌ସା ଖୋସଲା(୧୩) ୫୩ ବର୍ଗରେ ଭାଗ ନେଇ ୮୫ କେଜି ଭାରୋତ୍ତଳନ କରି ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିପରି ଡେଡ୍‌ ଲିଫ୍ଟରେ ୭୫ କେଜି ଓଜନ ଭାର ଉତ୍ତୋଳନ କରି ସେ ରୌପ୍ୟ ପଦକ ହାସଲ କରିଛନ୍ତି। ଅନ୍ୟତମ ପ୍ରତିଯୋଗୀ ପିଙ୍କି ହୁଇକା (୨୦) ଡେଡ୍‌ ଲଫ୍ଟରେ ୪୩ ବର୍ଗରେ ୭୦ କେଜି ଭାରୋତ୍ତଳନ କରି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅନ୍ୟପକ୍ଷରେ ପାୱାର ଲିଫ୍ଟିରେ ୪୩ ବର୍ଗରେ ୪୫ କେଜି ଭାରୋତ୍ତଳନ କରି ସ୍ବର୍ଣ୍ଣ ପଦକ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?