ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ ଜିଲାରୁ ୩ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ତେବେ କେନ୍ଦ୍ରାପଡ଼ା ଓ ରାୟଗଡ଼ାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ। ଉଭୟ ହେଉଛନ୍ତି ପୁରୁଷ। କେନ୍ଦ୍ରାପଡ଼ାରୁ ମୃତ ବ୍ୟକ୍ତିଙ୍କ ବୟସ ହେଉଛି ୪୯। ସେ ଡାଇବେଟିସ୍‌ ରୋଗରେ ପୀଡିତ ଥିଲେ। ସେହିଭଳି ରାୟଗଡ଼ାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ଶ୍ୱାସ ଜନିତ ରୋଗରେ ପୀଡିତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ମୋଟ ୪୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୭ଜଣ ରହିଛନ୍ତି। ଖୋର୍ଦ୍ଧାରୁ ୮, କଟକରୁ ୫ ଓ ବରଗଡ଼, ସୁନ୍ଦରଗଡ଼, ଅନୁଗୋଳ, ପୁରୀ, ଯାଜପୁର, ରାୟଗଡ଼ା, କେନ୍ଦ୍ରାପଡ଼ା ଏବଂ ଗଜପତିରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri