ରାୟଗଡ଼ା, କେନ୍ଦ୍ରାପଡ଼ାରେ କରୋନା ନେଲା ମୁଣ୍ଡ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ ଥିବାବେଳେ ଗଞ୍ଜାମ ଜିଲାରୁ ୩ ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ତେବେ କେନ୍ଦ୍ରାପଡ଼ା ଓ ରାୟଗଡ଼ାରେ ଏହା ହେଉଛି ପ୍ରଥମ କରୋନା ମୃତ୍ୟୁ। ଉଭୟ ହେଉଛନ୍ତି ପୁରୁଷ। କେନ୍ଦ୍ରାପଡ଼ାରୁ ମୃତ ବ୍ୟକ୍ତିଙ୍କ ବୟସ ହେଉଛି ୪୯। ସେ ଡାଇବେଟିସ୍‌ ରୋଗରେ ପୀଡିତ ଥିଲେ। ସେହିଭଳି ରାୟଗଡ଼ାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ଶ୍ୱାସ ଜନିତ ରୋଗରେ ପୀଡିତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ରାଜ୍ୟରେ ମୋଟ ୪୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୭ଜଣ ରହିଛନ୍ତି। ଖୋର୍ଦ୍ଧାରୁ ୮, କଟକରୁ ୫ ଓ ବରଗଡ଼, ସୁନ୍ଦରଗଡ଼, ଅନୁଗୋଳ, ପୁରୀ, ଯାଜପୁର, ରାୟଗଡ଼ା, କେନ୍ଦ୍ରାପଡ଼ା ଏବଂ ଗଜପତିରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ: ଅଧ୍ୟାପକ,କର୍ମଚାରୀ ଦରମା ପାଇ ନ ଥିବା ଅଭିଯୋଗ

ତେଲକୋଇ, ୨୭।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ଥିବା ସିରିଗିଡା ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀମାନେ ଗତ ଜୁଲାଇ ମାସରୁ ଦରମା...

ମହିଳା ଗୋଷ୍ଠୀଙ୍କ ପରିବା ଚାଷ :କ୍ଷେତ ପରିଦର୍ଶନ କଲେ ଜିଲାପାଳ

ଖୁଣ୍ଟା,୨୩ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବଡ଼ପଥରା ପଞ୍ଚାୟତ ଚାପଲଡ଼ିହି ଗ୍ରାମରେ ମହିଳା ଗୋଷ୍ଠୀ ଚାଷ କରି ବେଶ ଲାଭବାନ ହୋଇ ପାରିଛନ୍ତି। ଗୁରୁବାର...

ପଞ୍ଚାୟତ କାର୍ଯ୍ୟାଳୟରେ ଭତ୍ତା ଦାବିରେ ଧାରଣା

ମୋହନା,୧୬ା୧୧(ଡି.ଏନ୍‌.ଏ.) -ଗଜପତି ମୋହନା ବ୍ଲକ ଚୁଡୁଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ହିତାଧିକାରୀ ଧାରଣା...

ପାରାଦୀପରେ ମାରାତ୍ମକ: ପ୍ରଦୂଷଣ ପ୍ରସଙ୍ଗ ସବୁ ଶିଳ୍ପସଂସ୍ଥାକୁ ଜରିମାନା ନୋଟିସ

ପାରାଦୀପ, ୮।୨ (ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା ପାରାଦୀପରେ ଦେଶର ଦ୍ୱିତୀୟ ବୃହତ୍‌ ବନ୍ଦର ସମେତ ଏସିଆର ବୃହତ୍‌ ସାର କାରଖାନା ଓ ବୃହତ୍‌ ବିଶୋଧନାଗାର...

ବ୍ଲାକ୍‌ଫଙ୍ଗସ୍‌ ରୋଗୀ ସାଇବର ଠକେଇର ଶିକାର

ଭୁବନେଶ୍ୱର,୩ା୭ (ବ୍ୟୁରୋ): ଅନ୍‌ଲାଇନରେ ଇଞ୍ଜେକ୍ସନ ଅର୍ଡର ଦେଇ ଠକେଇର ଶିକାର ହୋଇଛନ୍ତି ଜଣେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ। ଇଞ୍ଜେକ୍ସନ ଦେବା ନଁାରେ ତାଙ୍କଠାରୁ ୪୮ହଜାର ଟଙ୍କା...

ତବଲିଘ୍‌ ଜମାତର ୨୦ ହଜାର ଲୋକଙ୍କୁ କ୍ୱାରାଣ୍ଟାଇନ୍‌ କଲା ପାକିସ୍ତାନ

ଇସଲାମାବାଦ୍‌,୭।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଦେଶରେ ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩...

ଭିଜିଲାନ୍ସ ଜାଲରେ ଡିଆର୍‌ଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି

ଭବାନୀପାଟଣା, ୩୧।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଡିଆରଡିଏ କାର୍ଯ୍ୟାଳୟର ମୁଖ୍ୟ କିରାଣି ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଖ୍ୟ କିରାଣି ହରପ୍ରସାଦ ଆଚାର୍ଯ୍ୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି...

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩...

Advertisement


Archives

Model This Week