ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଏକକାଳୀନ ରେଡ୍‌

ଗୁଣପୁର,୨୧।୫(ସୁଜାତା ପାଢ଼ୀ) : ଭିଜିଲାନ୍ସ ଜାଲରେ ରାୟଗଡ଼ା କୋଲନରା ବ୍ଲକ୍‌ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।

ଗଞ୍ଜାମ ଓ ରାୟଗଡ଼ାର ୭ଟି ସ୍ଥାନରେ ଏକକାଳୀନ ରେଡ୍‌ ହୋଇଛି । ଉକ୍ତ ଟିମରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗର ଡିଏସପି ବୈଦେହୀ କୁମାରୀ ବେହେରା, ଇନସ୍ପେକ୍ଟର ଦୀପ୍ତି ରଞ୍ଜନ ଓଝା, ଏଏସଆଇ ଦୁର୍ଗା ପ୍ରସାଦ ହୋତା, କନଷ୍ଟେବଳ ସଂଯୁକ୍ତା ପଟ୍ଟନାୟକ ଓ ଲକ୍ଷ୍ମିପତି ବେହେରା ଏହି ଟିମରେ ରହିଥିବା ବେଳେ ଗୁରୁବାର ଏହି ଚଢାଉ ରାୟଗଡ଼ାରେ ହୋଇଥିବା ସୂଚନା ମିଳିଛି । ତାଙ୍କ ଘରୁ ସୁନା ଗହଣା ସହ ବିଭିନ୍ନ ଦସ୍ତାବିଜର ଯାଞ୍ଚ ଚାଲିଛି । ସମସ୍ତ ସୂଚନା ଯାଞ୍ଚ ପରେ ଦିଆଯିବ ବୋଲି ଭିଜିଲାନ୍ସ ତରଫରୁ କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସଆଇଆର କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ କାର୍ଯ୍ୟ: ଗୁଡ଼ାରି BDO, ଇଓଙ୍କୁ ପୁରସ୍କୃତ କଲେ ଉପଜିଲାପାଳ

ଗୁଡାରି,୪।୧୦(ପ୍ରମୋଦ କୁମାର ପତି ): ସରକାରଙ୍କ ଏସଆଇଆର କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନ କରିଥିବାରୁ ଗୁଡାରି ବିଡ଼ିଓ ତଥା ଏଇଆର ଓ ଶୁଚିସ୍ମିତା ବେହେରା ଏବଂ ଏନଏସି କାର୍ଯ୍ୟ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?