ପ୍ରଥମ ସାଉଦି ମହିଳା ଭାବେ ମହାକାଶ ଯିବେ ରାୟାନା

ଦୁବାଇ,୧୪।୨: ରକ୍ଷଣଶୀଳ ଦେଶ ସାଉଦି ଆରବ ଆଜିକାଲି ପରିବର୍ତ୍ତନର ଏକ ସମୟ ଦେଇ ଗତି କରୁଛି। ସାଉଦି ଆରବ ପ୍ରଥମ ଥର ପାଇଁ ମହିଳା ମହାକାଶଚାରୀଙ୍କୁ ମହାକାଶ ପଠାଇବାକୁ ନିଷ୍ପତ୍ତି ନେଇଛି। ରାୟାନା ବର୍ଣ୍ଣୱି ପ୍ରଥମ ମହିଳା ମହାକାଶଚାରୀ ଭାବେ ଚଳିତ ବର୍ଷ ଶେଷରେ ଅନ୍ତର୍ଜାତୀୟ ସ୍ପେସ ଷ୍ଟେଶନକୁ ଉଡ଼ିବେ। ସାଉଦି ଆରବ ମହାକାଶଚାରୀ ଅଲି ଅଲ କର୍ନି ମଧ୍ୟ ରାୟାନା ବର୍ଣ୍ଣୱିଙ୍କ ସହ ମହାକାଶକୁ ଯିବେ।
ଉଭୟ ସାଉଦି ଆରବ ମହାକାଶଚାରୀମାନେ ଚଳିତ ବର୍ଷ ଶେଷରେ ମହାକାଶ ଯାତ୍ରା କରିବେ ଦୁହେଁ ଏଏକ୍ସ-୨ ସ୍ପେସ ମିଶନର କ୍ରୁରେ ସାମିଲ ଅଛନ୍ତି ଏବଂ ସେମାନଙ୍କ ବିମାନ ଲଞ୍ଚିଂ ଆମେରିକାରୁ ଆରମ୍ଭ ହେବ। ଏହାପୂର୍ବରୁ ୨୦୧୯ରେ ୟୁଏଇର ମହାକାଶଚାରୀ ହାଜା ଅଲ ମନସୁରୀ ମଧ୍ୟ ଅନ୍ତର୍ଜାତୀୟ ସ୍ପେସ ଷ୍ଟେଶନ (ଆଇଏସଏସ) ରେ ଆଠ ଦିନ ବିତାଇଛନ୍ତି।
ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ନେତୃତ୍ୱରେ ସାଉଦି ଆରବରେ ମହିଳାମାନଙ୍କୁ ପୁରୁଷଙ୍କ ବିନା ବିଦେଶ ଯାତ୍ରା କରିବାକୁ ଅନୁମତି ଦିଆଯାଇଛି। ଏଥିସହ ସାଉଦି ଆରବରେ କାର୍ଯ୍ୟରତ ମହିଳାଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ୨୦୧୬ରେ, ସାଉଦି ଆରବରେ କାର୍ଯ୍ୟରତ ମହିଳାଙ୍କ ସଂଖ୍ୟା ୧୭ ପ୍ରତିଶତ ଥିଲା, ଯାହା ବର୍ତ୍ତମାନ ୩୭ ପ୍ରତିଶତକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri