ରଜାକ୍‌ଙ୍କୁ ‘ବିଜ୍‌ନେସ୍‌ ଲିଡର ଅଫ୍‌ ଏସିଆ ଆଓ୍ବାର୍ଡ’

ନୂଆଦିଲ୍ଲୀ,୨୫ା୩: ଦେଶର ପ୍ରମୁଖ ଫୁଟ୍‌ଓ୍ବେର ବ୍ରାଣ୍ଡ୍‌ ତଥା ଭିକେସି ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଭିକେସି ରଜାକ୍‌ଙ୍କୁ ନିକଟରେ ସମ୍ମାନଜନକ ‘ବିଜ୍‌ନେସ୍‌ ଲିଡର ଅଫ୍‌ ଏସିଆ ଆଓ୍ବାର୍ଡ’ପ୍ରଦାନ କରାଯାଇଛି। ବିଶେଷକରି ଏକ ଅଗ୍ରଣୀ ଆର୍ଥିକ ଦୈନିକ ଦ୍ୱାରା ଗଠିତ ଏସିଆ ପୁରସ୍କାରର ଅଧିକାଂଶ ପ୍ରତିଜ୍ଞାକାରୀ ବ୍ୟବସାୟ ନେତା ଏହି ପୁରସ୍କାର ରଜାକ୍‌ଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ତାଙ୍କର ଉଲ୍ଲେଖନୀୟ ସଫଳତାକୁ ବିଚାରକୁ ନେଇ ଉକ୍ତ ସମ୍ମାନ ଦିଆଯାଇଥିବା ଜଣାପଡ଼ିଛି। ମୁମ୍ବାଇଠାରେ ଆୟୋଜିତ ବାର୍ଷିକ ଏସିଆନ ବିଜ୍‌ନେସ ଲିଡର୍ସ କନ୍‌କ୍ଲେଭ-୨୦୨୩ ଅବସରରେ ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ନିର୍ମାତା ଆନନ୍ଦ ଏଲ୍‌ ରାୟଙ୍କଠାରୁ ଭିକେସି ରଜାକ୍‌ ଉପରୋକ୍ତ ସମ୍ମାନ ଗ୍ରହଣ କରିଥିଲେ। ଏ ସମ୍ପର୍କରେ ଭିକେସି ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଭିକେସି ରଜାକ୍‌ କହିଛନ୍ତି, ଏଭଳି ଏକ ସମ୍ମାନଜନକ ପୁରସ୍କାର ପାଇବାକୁ ମୁଁ ଯୋଗ୍ୟ ହୋଇଥିବାରୁ ଧନ୍ୟବାଦ ଜଣାଉଛି। ଏପରିକି ଭିକେସି ଗ୍ରୁପ୍‌ରେ କାର୍ଯ୍ୟରତ ଟିମ୍‌କୁ ଏହା ଉତ୍ସର୍ଗୀକୃତ। ବିଶେଷକରି ଯେଉଁମାନେ ସର୍ବଦା ଆମକୁ ପ୍ରୋତ୍ସାହିତ କରନ୍ତି। ସେହିଭଳି ଆମେ ଆମର ଗ୍ରାହକମାନଙ୍କୁ ଗୁଣାତ୍ମକ ଉତ୍ପାଦ ଏବଂ ସେବା ଯୋଗାଇବା ପାଇଁ ସର୍ବଦା ପ୍ରୟାସ କରିଆସିଛୁ। ଉଲ୍ଲେଖଯୋଗ୍ୟ, ୧୯୮୪ରେ ଭିକେସି ଗ୍ରୁପ୍‌ର ଆନୁଷ୍ଠାନିକ ଶୁଭାରମ୍ଭ କରାଯାଇଥିଲା। ଏପରିକି ଏକ କ୍ଷୁଦ୍ର ଉଦ୍ୟୋଗରୁ ଏହା ବୃଦ୍ଧି ପାଇଛି। ପିୟୁ ଫୁଟେ୍‌ୱର୍‌, ଇଭିଏ ଫୁଟେ୍‌ୱର୍‌, ପିଭିସି ଫୁଟେ୍‌ୱର୍‌, ହାୱାଇ ଚପଲ ଏବଂ ଆହୁରି ଅଧିକ ବ୍ରାଣ୍ଡ୍‌ ବଜାରକୁ ଛାଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri