ଭିଜିଲାନ୍ସ ଜାଲରେ ଆର୍‌ବି ଡିଭିଜନ କିରାଣି

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍‌ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଡୁମ୍‌ଡୁମାସ୍ଥିତ ୩ ମହଲା ଘର, ଜଟଣୀସ୍ଥିତ ଗୋଟିଏ ଡୁପ୍ଲେକ୍ସ, ଗୋଳନ୍ଥରା, କଇଥପାଲି, ବରହମପୁରରେ ଥିବା ଫ୍ଲାଟ୍‌, କାର୍ଯ୍ୟାଳୟରେ ମଧ୍ୟ ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ଦ୍ୱାରା ଦିଆଯାଇଥିବା ସର୍ଚ୍ଚ ଓ୍ବାରେଣ୍ଟ ବଳରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୦,୬୨,୬୦୫ ଟଙ୍କା ଜବତ କରାଯାଇଛି। ଏବେ ଚଢ଼ାଉ ଜାରି ରହିଛି, ଶେଷ ହେଲେ ସବିଶେଷ ତଥ୍ୟ ଦିଆଯିବ ବୋଲି ଭିଜିଲାନ୍ସ ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ବନ୍ଦ, ବେରୋଜଗାର ଯୁବପିଢ଼ି

କଟକ ଅଫିସ,୧୨।୭: କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଭୀଷଣ ପ୍ରଭାବିତ ହୋଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପୂର୍ବ ବର୍ଷର ପରୀକ୍ଷା ହୋଇପାରି ନାହିଁ କିମ୍ବା ନୂତନ...

ପରାଜୟ ଆଶଙ୍କାରେ ଓଡ଼ିଶା

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି):ଡେରାଡୁନରେ ଚାଲିଥିବା ଉତ୍ତରାଖଣ୍ଡ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପରାଜୟ ଆଶଙ୍କାରେ ପଡ଼ିଛି। ପ୍ରଥମ ଇନିଂସରେ ଓଡ଼ିଶା ୨୧୩ ରନ...

ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ମନ୍ତ୍ରୀ ଏକ ପ୍ରେସ...

ରାଜକୋଷ ପାଇଁ ରହିତାଦେଶ ଅଡୁଆ: କୋର୍ଟରେ ଗଡୁଛି ୧୦ ହଜାର ୪୧୮ କୋଟିର ରାଜସ୍ବ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): କୋର୍ଟ କଚେରି ରହିତାଦେଶ ରାଜ୍ୟ ରାଜକୋଷ ପାଇଁ ବଡ଼ ସମସ୍ୟା ସୃଷ୍ଟି କରୁଛି। ବିଭିନ୍ନ କ୍ଷେତ୍ରରୁ ଆଦାୟ ହେବାକୁ ଥିବା ଟିକସ ଅଦାଲତ...

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ...

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧ା୧୦: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଡିଆରଡିଏ ଅଧିନସ୍ଥ ଅବ୍‌ଦୁଲ କଲାମ ଦ୍ବୀପରୁ ‘ଅଗ୍ନି ପ୍ରାଇମ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୯ଟା...

ଜମୁଛି ଶିଶିର ସରସ ମେଳା

ଭୁବନେଶ୍ୱର,୨।୧(ବ୍ୟୁରୋ): ଗତ ୨ ବର୍ଷ ଧରି ବନ୍ଦ ରହିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳା ପୁଣି ଲୋକଙ୍କ ନିକଟକୁ ଫେରିଛି। ଏଥର ଏହା ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ...

Advertisement
Archives

Model This Week