ଏବେ ପାସଓ୍ବାର୍ଡ ବିନା କରନ୍ତୁ ୫୦୦ ଟଙ୍କା ଯାଏ ଡିଜିଟାଲ ପେମେଣ୍ଟ

ନୂଆଦିଲ୍ଲୀ,୧୧।୮: ଏଣିକି ୟୁପିଆଇରୁ ୫୦୦ ଟଙ୍କା ଯାଏର ନେଣଦେଣ ଲାଗି ପାସଓ୍ବାର୍ଡ ଦେବାର ଆବଶ୍ୟକତା ପଡ଼ିବ ନାହିଁ। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୟୁପିଆଇ ଲାଇଟ୍‌ ଲାଗି ବିନା ପାସଓ୍ବାର୍ଡ କାରବାର ସୀମାକୁ ୨୦୦ରୁ ୫୦୦ ଟଙ୍କାକୁ ବୃଦ୍ଧି କରିଛି ବୋଲି ଘୋଷଣା କରିଛି। ହେଲେ ଏଥିରେ ୨୦୦୦ ଟଙ୍କା ଲିମିଟ୍‌ରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ତେବେ ଆର୍‌ବିଆଇର ଘୋଷଣା ପରେ ଖୁବ୍‌ଶୀଘ୍ର ବ୍ୟାଙ୍କ ଏବଂ ପେମେଣ୍ଟ ଆପ୍‌ଗୁଡ଼ିକ ନୂଆ ସୁବିଧା ଆରମ୍ଭ କରିପାରନ୍ତି। ଏହି ସୁବିଧା ସ୍ମାର୍ଟଫୋନ ଏବଂ ଫିଚର ଫୋନ୍‌ ଆଧାରିତ ୟୁପିଆଇ ପ୍ଲାଟଫର୍ମରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?