ପେଟିଏମ୍‌ ଉପରେ ଆର୍‌ବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ; ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୩: ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲିମିଟେଡ୍‌ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)। କମ୍ପାନୀକୁ ନୂଆ ଗ୍ରାହକ ସୃଷ୍ଟି ନ କରିବାକୁ ଶୁକ୍ରବାର ଆର୍‌ବିଆଇ ନିର୍ଦ୍ଦେଶ ଦେବା ସହ ନିର୍ଦ୍ଦେଶକୁ ତତ୍କାଳ ପାଳନ କରିବାକୁ କହିଛନ୍ତି। ଏହା ସହିତ ପେଟିଏମ୍‌ କମ୍ପାନୀର ଆଇଟି ସିଷ୍ଟମର ବ୍ୟାପକ ଅଡିଟ୍‌ କରିବା ପାଇଁ ଏକ ଆଇଟି ଅଡିଟ ଫାର୍ମକୁ ନିଯୁକ୍ତ କରିବାକୁ ଆର୍‌ଆଇ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାଙ୍କିଂ ରେଗୁଲେଶନ ଆକ୍ଟ, ୧୯୪୯ର ଧାରା ୩୫ଏରେ ପ୍ରଦତ୍ତ କ୍ଷମତାର ବ୍ୟବହାର କରି ରିଜର୍ଭ ବ୍ୟାଙ୍କ ଏହି ନିର୍ଦ୍ଦେଶ ଦେଇଛି।

ଆଇଟି ଅଡିଟ୍‌ ରିପୋର୍ଟ ଆସିବା ପରେ ତା’ର ସମୀକ୍ଷା କରାଯିବ। ଏହାପରେ ପେଟିଏମ୍‌ ପେମେଣ୍ଟସ ବ୍ୟାଙ୍କ ଲିମିଟେଡ୍‌କୁ ନୂଆ ଗ୍ରାହକ ସୃଷ୍ଟି କରିବା ପାଇଁ ଅନୁମତି ଦିଆଯିବ କି ନାହିଁ, ତା’ର ବିଚାର କରାଯିବ। ବ୍ୟାଙ୍କରେ ସୃଷ୍ଟି ହୋଇଥିବା କିଛି ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଆର୍‌ବିଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରିମ୍‌ସ ପଲିଟେକ୍‌ନିକକୁ ଏନ୍‌ବିଏ ମାନ୍ୟତା

କଟକ,୬।୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ର ସହଯୋଗୀ ଅନୁଷ୍ଠାନ ଡ୍ରିମ୍‌ସ ପଲିଟେକ୍‌ନିକକୁ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ...

ଜେଟ୍‌ ଏୟାରଓ୍ବେଜର ନିୟନ୍ତ୍ରଣ ନେବାକୁ ଅଣ୍ଟା ଭିଡ଼ିଲେ କର୍ମଚାରୀ

ନୂଆଦିଲ୍ଲୀ,୩୦-୪: ବୁଡ଼ି ଯାଇଥିବା ଏୟାରଲାଇନ କମ୍ପାନୀ ଜେଟ୍‌ ଏୟାରଓ୍ବେଜକୁ ପୁନର୍ବାର ଛିଡା କରିବା ଲାଗି ଏବେ କର୍ମଚାରୀମାନେ ଅଣ୍ଟା ଭିଡ଼ିଛନ୍ତି। ବାହାର ନିବେଶକଙ୍କଠାରୁ ୩ ହଜାର...

ଶେୟାର ବଜାର ଉପର ମୁହାଁ, ସେନସେକ୍ସରେ ୩୪୫ ଅଙ୍କ ବୃଦ୍ଧି,ନିଫ୍ଟି ୧୯୯୦୦ ଟପିଲା…

ମୁମ୍ବାଇ,୧୧।୯ : କ୍ରମାଗତ ସପ୍ତମ ଦିନ ପାଇଁ ଷ୍ଟକ ମାର୍କେଟରେ ବୃଦ୍ଧି ଦୃଷ୍ଟି ଗୋଚର ହୋଇଛି। ସୋମବାର ପ୍ରମୁଖ ସୂଚକାଙ୍କ ଜୋରଦାର କାରବାର କରୁଛି। ପୂର୍ବାହ୍ନ...

ଭୁବନେଶ୍ୱରରେ ଲାଟ୍‌ ଲିଭ୍‌ର ୧ମ ଏକ୍ସକ୍ଲୁସିଭ ଷ୍ଟୋର

ଭୁବନେଶ୍ୱର,୧୯।୨: ବର୍ତ୍ତମାନର ଜଟିଳ ସମୟ ମଧ୍ୟରେ ସହରବାସୀଙ୍କୁ ଗୋଟିଏ ଛାତ ତଳେ ସମସ୍ତ ପ୍ରକାର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇଦେବା ଲକ୍ଷ୍ୟ ନେଇ କମ୍ପାନୀ ଭୁବନେଶ୍ୱରରେ ତା’ର...

ମୁକେଶ ଏସିଆର ୧ ନମ୍ବର ଧନୀ

ନୂଆଦିଲ୍ଲୀ,୨୩।୩ : ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ପୁଣି ଥରେ ଭାରତ ଓ ଏସିଆର ୧ ନମ୍ବର ଧନୀ ବ୍ୟକ୍ତିର ସ୍ଥାନ...

୬ ମାସର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଲା ଟଙ୍କା

ନୂଆଦିଲ୍ଲୀ,୨୦-୮: ଡଲାର ତୁଳନାରେ ଟଙ୍କା ଦୁର୍ବଳ ହେବା ଧାରା ଲାଗି ରହିଛି। ସୋମବାର ଏହା ୨୯ ପଇସା ହ୍ରାସ ସହ ୬ ମାସର ସର୍ବନିମ୍ନ ସ୍ତର...

ଆଜିଠାରୁ ୪ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୩୦-୧: ଗୁରୁବାରଠାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪ ଦିନ ବନ୍ଦ ରହିବ। ଗୁରୁବାର ସରସ୍ବତୀ ପୂଜା ଯୋଗୁ ବ୍ୟାଙ୍କ ଛୁଟି ରହିବ। ସେହିଭଳି ଶୁକ୍ରବାର ଏବଂ ଶନିବାର...

ଚକ୍ରବୃଦ୍ଧି ସୁଧ ଛାଡ଼ ନିଷ୍ପତ୍ତି ନଭେମ୍ବର ୨ ସୁଦ୍ଧା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୋରାଟୋରିୟମ ଅବଧିରେ ଲାଗୁ ହୋଇଥିବା ଚକ୍ରବୃଦ୍ଧି ସୁଧ ଛାଡ଼ ସମ୍ପର୍କିତ ନିଷ୍ପତ୍ତି ନଭେମ୍ବର ୨ ସୁଦ୍ଧା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ବୁଧବାର ସରକାରଙ୍କୁ ନିର୍ଦ୍ଦେଶ...

Advertisement
Archives

Model This Week