ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା: ସ୍ବାସ୍ଥ୍ୟ ସୁବିଧା ଲାଗି ୫୦ ହଜାର କୋଟିର ଋଣ…

ନୂଆଦିଲ୍ଲୀ,୫।୫: ଦେଶରେ ଜାରି ରହିଥିବା କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାଶ ବୁଧବାର ଏକ ଗଣମାଧ୍ୟମ ସମ୍ମିଳିନୀରେ ସୂଚନା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ସୁବିଧା ପାଇଁ ୫୦ ହଜାର କୋଟିର ବିଶେଷ ଋଣ ସୁବିଧା ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭିଡ଼ିଓ କଓ୍ବୋଇସିକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ରାଜ୍ୟଗୁଡ଼ିକୁ ପ୍ରଦାନ କରାଯାଉଥିବା ଓଭରଡ୍ରାଫ୍ଟ ସୁଯୋଗର ସମୟ ସୀମାକୁ ବୃଦ୍ଧି କରାଯାଇ ୩୬ ଦିନରୁ ୫୦ ଦିନ ହୋଇଛି ବୋଲି ଗଭର୍ନର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri