ପ୍ରତିଦିନ ଜମା ହେଉଥିବା ୨୦୦୦ ଟଙ୍କିଆ ନୋଟ ବିଷୟରେ ସୂଚନା ରଖିବାକୁ ବ୍ୟାଙ୍କଗୁଡିକୁ ଆରବିଆଇର ନିର୍ଦ୍ଦେଶ…

ମୁମ୍ବାଇ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ସମସ୍ତ ବ୍ୟାଙ୍କକୁ ପ୍ରତିଦିନ ୨୦୦୦ ଟଙ୍କତଆ ନୋଟ ଜମା କରାଯାଉଥିବା ତଥ୍ୟ ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଜଡିତ ନିର୍ଦ୍ଦେଶନାମା ଆରବିଆଇ ଦ୍ୱାରା ମେ ୨୨ ଜାରି କରାଯାଇଛି। ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି କାଉଣ୍ଟରରେ ୨୦୦୦ ଟଙ୍କିଆ ନୋଟ ସାଧାରଣ ଜନତାଙ୍କୁ ବିନିମୟ କରିବାର ସୁବିଧା ପୂର୍ବପରି ପ୍ରଦାନ କରାଯିବ।

ନୋଟ ବିନିମୟ ପାଇଁ ଚାରିମାସ ସମୟ ଦିଆଯିବ। ଦାଶ କହିଛନ୍ତି ସ୍ବଚ୍ଛ ନୋଟ ନୀତି ଅନୁଯାୟୀ ୨୦୦୦ ଟଙ୍କିଆ ନୋଟ ବିମୁଦ୍ରୀକରଣ ନିଷ୍ପତ୍ତି ନିଆଯାଇଛି। ନୋଟ ବିନିମୟ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି । ମେ ୨୩ ଠାରୁ, ଅନ୍ୟ ନୋଟ ପାଇଁ ୨୦୦୦ ଟଙ୍କିଆ ନୋଟ ବିନିମୟର ସୀମା ଯେ କୌଣସି ବ୍ୟାଙ୍କରେ ଥରକରେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ରହିବ। ଆମେ ନୋଟ ବିନିମୟରେ ସମ୍ମୁଖୀନ ହେଉଥିବା ଅସୁବିଧା ଉପରେ ନିରନ୍ତର ନଜର ରଖିଛୁ।
ନୋଟ ବଦଳାଇବାରେ ବ୍ୟସ୍ତ ନହେବାକୁ ଆରବିଆଇ ଗଭର୍ଣ୍ଣର ଲୋକମାନଙ୍କୁ ନିବେଦନ କରିଛନ୍ତି।

ଆରବିଆଇ ଗଭର୍ଣ୍ଣର କହିଛନ୍ତି ୫୦୦ ଏବଂ ୧୦୦୦ ଟଙ୍କିଆ ନୋଟ ବିମୁଦ୍ରୀକରଣ ସମୟରେ ମୁଦ୍ରାର ଅଭାବକୁ ପୂରଣ କରିବା ପାଇଁ ୨୦୦୦ ଟଙ୍କିଆ ନୋଟ ଛାପିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନ ଏହି ଉଦ୍ଦେଶ୍ୟ ପୂରଣ ହୋଇଛି। ଆଜି ପ୍ରଚଳନ ପାଇଁ ଅନ୍ୟାନ୍ୟ ନୋଟ ଯଥେଷ୍ଟ ପରିମାଣରେ ଅଛି । ଏପରିକି ୨୦୦୦ ଟଙ୍କିଆ ନୋଟର ପ୍ରଚଳନ ଏହାର ଶିଖର ସ୍ତର ୬ ଲକ୍ଷ ୭୩ ହଜାର କୋଟିରୁ ପ୍ରାୟ ୩ ଲକ୍ଷ ୬୨ ହଜାର କୋଟି ଟଙ୍କାକୁ ଖସି ଆସିଛି। ଏହାର ମୁଦ୍ରଣ ମଧ୍ୟ ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri