Paytm ଗ୍ରାହକଙ୍କୁ ଆଶ୍ୱସ୍ତି, UPI ସେବା ବଜାୟ ରଖିବା ପାଇଁ NPCI କୁ ଆରବିଆଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୩।୨: ପେଟିଏମ ଗ୍ରାହକଙ୍କୁ ଆଶ୍ୱସ୍ତି। UPI ସେବା ବଜାୟ ରଖିବା ପାଇଁ NPCI କୁ ଆରବିଆଇର ନିର୍ଦ୍ଦେଶ ଦେଇଛି । ପେଟିଏମର ପ୍ୟାରେଣ୍ଟ କମ୍ପାନି ଓ୍ବାନ୯୭ କମ୍ୟୁନିକେଶନ ଲିମିଟେଡ ଥାର୍ଡ ପାର୍ଟି ଆପ ହେବାକୁ ଅନୁରୋଧ କରିଛି। କାରଣ ଏପରି କଲେ ହିଁ ପ୍ଲାଟଫର୍ମରେ ନିରବଚ୍ଛିନ୍ନ ଭାବରେ ୟୁପିଆଇ ନେଣଦେଣ ଜାରି ରହିପାରିବ। ଆଉ ପେଟିଏମର ଏହି ଅନୁରୋଧର ଯାଞ୍ଚ ପାଇଁ ଏନପିସିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଆରବିଆଇ। ଏଥିସହ ରିଜର୍ଭ ବ୍ୟାଙ୍କ ଏନପିସିଆଇକୁ ପେଟିଏମ ଆପ୍‌ରେ ୟୁପିଆଇ ପରିଚାଳନା ଜାରି ରଖିବା ପାଇଁ ସାହାଯ୍ୟ କରିବାକୁ କହିଛନ୍ତି।

ଆରବିଆଇ, ଏନପିସିଆଇକୁ ଏକ ଆଡଭାଇଜରୀ ଜାରି କରିଛି। ଯେଉଁଥିରେ କୁହାଯାଇଛି, ପେଟିଏମ ଆପ୍‌ରେ ୟୁପିଆଇ ସେବା ଜାରି ରଖିବା ପାଇଁ ଏନପିସିଆଇ ଉଚ୍ଚ ନେଣଦେଣ କ୍ଷମତା ରଖୁଥିବା ୪-୫ ବ୍ୟାଙ୍କର ସୁବିିଧା ଦିଆଯାଉ। ତେବେ ଯଦି
ପେଟିଏମର ଥାର୍ଡ ପାର୍ଟି ଅନୁରୋଧକୁ ଏନପିସିଆର ମଞ୍ଜୁରୀ ମିଳୁଛି ତା’ହେଲେ ପେଟିଏମ ଆପ୍‌ରେ ୟୁପିଆଇ ନେଣଦେଣ ବଜାୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri