ବ୍ୟକ୍ତିଗତ ଡାଟା ସୁରକ୍ଷା ସପକ୍ଷରେ ଆର୍‌ବିଆଇ ଇଡି

ମୁମ୍ବାଇ: ବ୍ୟକ୍ତିଗତ ଡାଟା ସୁରକ୍ଷା ସପକ୍ଷରେ ରିଜର୍ଭ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଟି. ରବିଶଙ୍କର ନିଜର ମତ ରଖିଛନ୍ତି। ବ୍ୟକ୍ତିଗତ ଡାଟାର ସୁରକ୍ଷା ଲାଗି ଆଇନକୁ କଡ଼ାକଡ଼ି କରିବା ନେଇ ସେ ଜୋର ଦେଇଛନ୍ତି। ଏହା ହୋଇପାରିଲେ ପ୍ରଭେସିକୁ ନିଶ୍ଚିତ କରାଯାଇପାରିବ। ପ୍ରିଭେସି ସମ୍ବିଧାନ ଅଧୀନରେ ରହିଥିବାରୁ ବ୍ୟକ୍ତିଗତ ଡାଟା ସୁରକ୍ଷା ଜରୁରୀ ବୋଲି ସେ କହିଛନ୍ତି। କୌଣସି ନିୟାମକ ଅଧୀନରେ ନ ଆଣି ଡାଟା ସୁରକ୍ଷାକୁ ଆଇନ ସମ୍ମତ କରିବା ଉପରେ ସେ ମତ ଦେଇଛନ୍ତି। ଆସନ୍ତା ବର୍ଷ ବଜେଟରେ ସରକାର ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ୍‌ ଆଣିବାକୁ ଯାଉଛନ୍ତି। ଏହା କାର୍ଯ୍ୟକାରୀ ହେଲେ ଲୋକଙ୍କର ବ୍ୟକ୍ତିଗତ ଡାଟା ବିନା ଅନୁମତିରେ ବ୍ୟବହାର ହୋଇ ପାରିବ ନାହିଁ। ଡାଟା ସୁରକ୍ଷା କ୍ଷେତ୍ରରେ ରହିଥିବା ଚ୍ୟାଲେଞ୍ଜକୁ ବୁଝିବାକୁ ପଡିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଏଲପିଜି ଗ୍ରାହକ ସାବଧାନ! ଆଉ ମାତ୍ର ୪୮ ଘଣ୍ଟା, ବନ୍ଦ ହୋଇଯିବ ଏହି ଜରୁରୀ ସେବା…

ନୂଆଦିଲ୍ଲୀ,୨୯।୬: ଯଦି ଆପଣଙ୍କ ଘରେ ମଧ୍ୟ ଇଣ୍ଡେନ୍ (Indane), ଏଚପି (HP) କିମ୍ବା ଭାରତ ଗ୍ୟାସ୍ (Bharat Gas) ର ଏଲପିଜି କନେକ୍ସନ ଅଛି, ତେବେ ଏହି…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri