ପେଟିଏମ୍‌ ଉପରେ ଜରିମାନା ଲଗାଇଲା ଆର୍‌ବିଆଇ, ଦେବାକୁ ହେବ ୫.୩୯ କୋଟି

ନୂଆଦିଲ୍ଲୀ,୧୩।୧୦: ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କ ଲିମିଟେଡ୍‌ ଉପରେ ଜରିମାନା ଲଗାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ପେଟିଏମ୍‌ କଓ୍ବୋଇସି ସମେତ କିଛି ନିୟମ ପାଳନ ନ କରିବାକୁ ନେଇ ୫.୩୯ କୋଟି ଟଙ୍କାର ଜରିମାନା ଦେବ ବୋଲି ଜଣାପଡ଼ିଛି।

ଆର୍‌ବିଆଇ କହିଛି, ବ୍ୟାଙ୍କ କଓ୍ବୋଇସି/ମନି ଲଣ୍ଡରିଂ ଦୃଷ୍ଟିରୁ ଏକ ବିଶେଷ ଯାଞ୍ଚ କରାଯାଇଥିଲା। ରିପୋର୍ଟ ମିଳିବା ପରେ ନିୟମ ପାଳନ ହୋଇ ନ ଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଭ୍ୟାନ୍‌-ବାଇକ ଧକ୍କା: ଚାଲିଗଲା ୨ ଜୀବନ, ଜଣ ଗୁରୁତର

କୁଚିଣ୍ଡା,୧୧।୫: ସମ୍ୱଲପୁର ଜିଲା ମହୁଲପାଲି ଥାନା କୁସୁମୀ ପେଟ୍ରୋଲ ପମ୍ପ ନିକଟରେ ଏକ ପିକଅପ୍‌ ଭ୍ୟାନ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ମୋଦିଙ୍କ ଆହ୍ବାନ: ଭାରତର ସାଂସ୍କୃତିକ ପୁନର୍ଜାଗରଣର ଏକ ଶକ୍ତିଶାଳୀ ସଙ୍କେତ

ଗଞ୍ଜାମ,୧୧।୫(ଅନାଥ ତରାଇ/ ବିଦ୍ୟାଧର ସାହୁ): ଭାରତର ସାଂସ୍କୃତିକ ରାଷ୍ଟ୍ରବାଦର ପ୍ରତୀକ ସୋମନାଥ ମହାପ୍ରଭୁଙ୍କ ମନ୍ଦିର ପୁନରୁଦ୍ଧାରର ୭୫ ବର୍ଷ ପୂର୍ତ୍ତି ଅବସରରେ ସମଗ୍ର ଦେଶ ଆଜି ଉତ୍ସବମୁଖର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri