Posted inଜାତୀୟ

ଆରବିଆଇ କାର୍ଯ୍ୟାଳୟ ବମ୍ ପକାଇ ଉଡାଇ ଦେବାକୁ ଧମକ, ଗଭର୍ନର ଶକ୍ତିକାନ୍ତ ଦାସ-ନିର୍ମଳା ସୀତାରମଣଙ୍କ ଇସ୍ତଫା ଦାବି

ମୁମ୍ବାଇ,୨୬।୧୨ : ମୁମ୍ବାଇରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) କାର୍ଯ୍ୟାଳୟକୁ ବୋମାମାଡ଼ କରି ଉଡାଇ ଦେବାକୁ ଇ-ମେଲରେ ଧମକ ମିଳିଛି। ଏଥିରେ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଇସ୍ତଫା ଦାବି କରାଯାଇଛି।

ଏହି ମାମଲାରେ ମୁମ୍ବାଇ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି। ଆରବିଆଇ ବ୍ୟତୀତ ଏଚଡ଼ିଏଫସି, ଆଇସିଆଇସିଆଇ ଏବଂ ମୁମ୍ବାଇର ମୋଟ ୧୧ଟି ସ୍ଥାନରେ ବୋମା ବିସ୍ଫୋରଣ ପାଇଁ ଧମକ ମିଳିଥିଲା ବେଳେ ପୋଲିସ ସମ୍ପୃକ୍ତ ସ୍ଥାନ ମାନଙ୍କୁ ଯାଇ ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri